Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

by Anil Panda
May 20, 2020
in Lifestyle
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ
5
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କରୋନା ମହାମାରୀ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନର ସୁଅ ଛୁଟିବାରେ ଲାଗିଛି । ଆଜି ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଜରିଆରେ ଆଜି ଜଣେ ମହିଳା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟ ଅର୍ଥନୀତି ପ୍ରାଧ୍ୟାପକ ସ୍ୱର୍ଗତ ଅଶୋକ କୁମାର ତ୍ରିପାଠୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ତାଙ୍କ ଝିଅ ତଥା ପୁରୀ ସହର ଗୁଡ଼ିଆ ସାହି ନିବାସୀ ଡାକ୍ତର ଯୋଗଦାତା ତ୍ରିପାଠୀ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!