Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରସିକିଆ ପିଇଟି ସାର ଫେରାର, ୧୦ରୁ ଅଧିକ ଯୁବତୀଙ୍କ ସହ ସମ୍ପର୍କ

by ସଞ୍ଜୟ ସ୍ୱାଇଁ
April 24, 2023
in Crime, State
ରସିକିଆ ପିଇଟି ସାର ଫେରାର, ୧୦ରୁ ଅଧିକ ଯୁବତୀଙ୍କ ସହ ସମ୍ପର୍କ
356
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ରସିକିଆ ପିଇଟି ସାରଙ୍କ କଳା କାରନାମା । ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରିରୀକ ସମ୍ପର୍କ ରଖିବା ପରେ ବିବାହ କରିବାକୁ ଧରାଛୁଆଁ ଦେଉନାହାନ୍ତି ସାର୍‌। ବଲାଙ୍ଗୀର ପୃଥୀରାଜ ହାଇସ୍କୁଲର କ୍ରୀଡା ଶିକ୍ଷକ ସୌରଭ ପଧାନଙ୍କ ନାଁରେ ଯୁବତୀଜଣଙ୍କ ସଙ୍ଗୀନ ଅଭିଯାଗ ଆଣିଛନ୍ତି । ଖେଳ ଶିକ୍ଷକଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଯୁବତୀ ଏତଲା ଦେଇଛନ୍ତି ।

ସୌରଭ ବର୍ଷେ ହେଲା ଯୁବତୀଙ୍କ ସହ ଲିଭ ଇନରେ ରହୁଥିଲେ । ମାତ୍ର ଏବେ ବିବାହ କରିବାକୁ ମନା କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି । ସେପଟେ ଅଭିଯୁକ୍ତ ଶିକ୍ଷକଙ୍କର ଅନ୍ୟ ଯୁବତୀଙ୍କ ସହ ମଧ୍ୟ ସମ୍ପର୍କ ରହିଥିବା ଜଣାପଡ଼ିଛି । ୧୦ରୁ ଅଧିକ ଯୁବତୀଙ୍କ ସହ ସୌରଭଙ୍କର ଆପତ୍ତିଜନକ ଫଟୋ ଭାଇରାଲ ହେଉଛି । ଥାନାରେ ଏତଲା ପରେ ଅଭିଯୁକ୍ତ ଶିକ୍ଷକ ଫେରାର ଥିବା ଜଣାପଡ଼ିଛି । ଅଭିଯୁକ୍ତକୁ ଧରିବାକୁ ତନାଘନା ଚଳାଇଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!