Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଫେରିଲା ମାସ୍କ, ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ବାଧ୍ୟତାମୂଳକ

by ସଞ୍ଜୟ ସ୍ୱାଇଁ
April 25, 2023
in Health, State
ପୁଣି ଫେରିଲା ମାସ୍କ, ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ବାଧ୍ୟତାମୂଳକ

Confident multiethnic male nurse in front of his medical team looking at camera wearing face mask during covid-19 outbreak. Happy and proud indian young surgeon standing in front of his colleagues wearing surgical mask for prevention against coronavirus. Portrait of mixed race doctor with medical staff in background at hospital.

173
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟକୁ ଫେରିଲା ମାସ୍କ । ଦେଶ ଓ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସ୍ଥିତିକୁ ନଜରରେ ରଖି ଆଗୁଆ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି । ଏନେଇ ସମସ୍ତ ସ୍ବାସ୍ଥ୍ୟ ପ୍ରତିଷ୍ଠାନକୁ ଚିଠି ଲେଖିଛି ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗ । ସ୍ବାସ୍ଥ୍ୟ ସେବା ସହ ଜଡ଼ିତ ଡାକ୍ତର, ନର୍ସ, କର୍ମଚାରୀଙ୍କୁ ମାସ୍କ ପିନ୍ଧିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ଲାବରେଟୋରୀ ସେବା ଯୋଗାଉଥିବା ବ୍ୟକ୍ତି ବି ପିନ୍ଧିବେ ମାସ୍କ । ନିବୁଜ ଘରେ ଏକାଧିକ ଲୋକ ସମାଗମ ହେଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଥଣ୍ଡାକାଶରେ ପୀଡ଼ିତ ବ୍ୟକ୍ତି ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଗତ କିଛି ଦିନ ଧରି ରାଜ୍ୟରେ ଶତାଧିକ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି । ସେପଟେ ଦେଶରେ ବି ବଢିଚାଲିଛି ସଂକ୍ରମଣ । ଆଗୁଆ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଥିବା ସୂଚନା ମିଳିଛି । ସୋମବାର ସୁନ୍ଦରଗଡ଼ରେ ୧୫୮ ଓ ସମ୍ବଲପୁରରେ ୬୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!