Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରବାସୀଙ୍କ ବସ ଓଲଟି ୪୦ ଆହାତ

by Anil Panda
May 21, 2020
in Accident
ପ୍ରବାସୀଙ୍କ ବସ ଓଲଟି ୪୦ ଆହାତ
17
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୁଆବାର୍ତ୍ତା) : କେରଳରୁ ୫୦ ଜଣ ପ୍ରବାସୀ ଶ୍ରମକଙ୍କୁ ଧରି କଲିକତା ଅଭିମୂଖେ ଫେରୁଥିବା ଏକ ବସ ଦୁର୍ଘଟଣା ଘଟିଛି । ବସଟି ଓଡ଼ିଶା ପଶ୍ଚିମବଙ୍ଗ ସୀମାନ୍ତ ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ସୂଚନା ମିଳିଛି । ବସରେ ଥିବା ପ୍ରବାସୀଙ୍କ ମଧ୍ୟରୁ ୪୦ରୁ ଉର୍ଦ୍ଧ୍ୱ ଶ୍ରମିକ ଆହାତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଟୋଲ ଗେଟ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ପ୍ରଶାସନ ପକ୍ଷରୁ ଆହାତ ଓ ଗୁରୁତରଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!