Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ଯୁବକ ମୃତ

by ସଞ୍ଜୟ ସ୍ୱାଇଁ
April 27, 2023
in Feature News
ଜଣେ ନାବାଳକର ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ
430
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ଜଣା ପଡିଛି। ସୂଚନା ଅନୁଯାୟୀ ରଣପୁର ବ୍ଲକ ମହତପଲ୍ଲା ପଞ୍ଚାୟତ ଅଧିନସ୍ଥ ବନ୍ଧପଲ୍ଲା ଗ୍ରାମର ସ୍ବର୍ଗତ ଗୁରୁବାରୀ ଜେନାଙ୍କ ପୁଅ ଜଗବନ୍ଧୁ ଜେନା (୪୨) ଗତ କାଲି ରାତିରେ ନିଜ ଜମିରେ ଧାନ ଫସଲ ଜଗିବାକୁ ଯାଇଥିଲେ। ଏହି ସମୟରେ ହାତୀ ଧାନ କିଆରୀ ମଧ୍ୟକୁ ପଶି ଧାନ ଫସଲ କୁ ଖାଉଥିବାର ଦେଖି ଥିଲେ। ହାତୀକୁ ଘଉଡ଼ାଇବା ସମୟରେ ହାତୀ ଆକ୍ରମଣରେ ଶିକାର ହୋଇ ଜଗବନ୍ଧୁଙ୍କ ମୃତ୍ୟୁ ହୋଇ ଯାଇଥିବା ଜଣା ପଡିଛି। ପରେ ପରିବାର ଲୋକେ ରଣପୁର ମେଡିକାଲକୁ ତାଙ୍କୁ ଆଣିଥିଲେ। ସେଠାରେ ଡାକ୍ତର ବୈଦ୍ୟନାଥ ନନ୍ଦ ତାଙ୍କୁ ମୃତ ଘୋଷଣା କରିଥିଲେ | ଏହା ପରେ ଡାକ୍ତରଖାନା ତରଫରୁ ପୋଲିସକୁ ଖବର ଦିଆ ଯାଇଥିଲା। ରିପୋର୍ଟ ଲେଖା ହେବା ସୁଦ୍ଧା ଶବ ବ୍ୟବଚ୍ଛେଦ କରାଯାଇ ନ ଥିଲା

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!