Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୱେଷ୍ଟ ଜୋନ ଟାଇକୋଣ୍ଡ, ନୟାଗଡ଼କୁ ଦୁଇ ସ୍ୱର୍ଣ୍ଣ, ସାତ ରୌପ୍ୟ ଓ ଛଅ କାଂସ୍ୟ ପଦକ

by ସଞ୍ଜୟ ସ୍ୱାଇଁ
April 27, 2023
in Nayagarh, Sports, State
ୱେଷ୍ଟ ଜୋନ ଟାଇକୋଣ୍ଡ, ନୟାଗଡ଼କୁ ଦୁଇ ସ୍ୱର୍ଣ୍ଣ, ସାତ ରୌପ୍ୟ ଓ ଛଅ କାଂସ୍ୟ ପଦକ
217
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବରଗଡ଼ର ଗଣପତି ଭିଲ୍ଲାରେ ୩ଦିନ ଧରି ଆୟୋଜିତ ୨ୟ ଓ୍ବେଷ୍ଟ ଜୋନ ଟାଇକୋଣ୍ଡ ଚମ୍ପିୟାନସିପ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଗନେବା ପାଇଁ ନୟାଗଡ଼ ଜିଲ୍ଲାରୁ ବିଭିନ୍ନ ବର୍ଗର ୧୬ ଜଣ ଖେଳାଳି ୩ ଜଣ ଅଫିସିଆଲ୍ ଓ ଜଣେ ଜାତୀୟ ରେଫରୀ ବରଗଡ଼ ଯାତ୍ରାକରିଥିଲେ। ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମି ର ପ୍ରିୟାନଶୁ ପାଲ, ସତ୍ୟବ୍ରତ ବିଶ୍ବାଳ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ, ଦିକ୍ସା ପ୍ରିୟା, ରିତିକା ପାଣିଗ୍ରାହୀ, ପ୍ରତିୟୁସା ରାୟଗୁରୁ, ଆନନ୍ଦ କୁମାର, ଅଙ୍କିତ ବେହେରା, ଆଶୁତୋଷ ସାହୁ, ସ୍ମୁତିପ୍ରଜ୍ଞା ସାହୁ ରୈପ୍ୟ ପଦକ ଓ ବିରାଟ ପ୍ରୟାସ, ସମ୍ୱିତ ରଞ୍ଜନ ବିଶ୍ବାଳ, ଶୁଚିସ୍ମୀତା ବେହେରା, ଅସ୍ମିତା ସାହୁ, ଆସୁତୋଶ ସ୍ବାଇଁ, ବୈଦ୍ୟନାଥ ସାହୁ କାଂସ୍ୟ ପଦକ ହାସଲ କରି ନୟାଗଡ଼ ଜିଲ୍ଲା ପାଇଁ ସୁନାମ ଅର୍ଜନ କରିଛନ୍ତି ।

ନୟାଗଡ଼ ଟିମ୍ କୋଚ୍ ଶିବାନନ୍ଦ ରାୟଗୁରୁ, ମ୍ୟାନେଜର ଶୁଭଶ୍ରୀ ରାୟଗୁରୁ ଓ ଜାତୀୟ ରେଫରୀ ଆଶିଷ ଓମ୍ ପ୍ରକାଶ ନିଜ ନିଜ ଦାୟିତ୍ୱ ସୁଚାରୁରୂପେ ତୁଲାଇଥିଲେ। ନୟାଗଡ଼ ରେଡକ୍ରସ ସ୍ଵେଚ୍ଛାସେବୀ ଅନୁଷ୍ଠାନ ତରଫରୁ ବିଭୁତି ଭୁଷଣ ପଟ୍ଟନାୟକ, ସନ୍ତୋଷ କୁମାର ଷଡଙ୍ଗୀ ଓ ମାନସ କୁମାର ମହାପାତ୍ର ଖେଳାଳି ମାନଙ୍କୁ ସମ୍ବର୍ଧିତ କରି ଉତ୍ସାହ ବୃଦ୍ଧି କରିଛନ୍ତି। ଜିଲ୍ଲା ସମ୍ପାଦକ ଭବାନୀ ଶଙ୍କର ରାୟଗୁରୁଙ୍କ ତତ୍ବାବଧାନରେ ନୟାଗଡ଼ ଟିମ୍ ପ୍ରତିଯୋଗିତାରେ ଭାଗନେଇଥିବା ସୁଚନା ଦେଇଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!