Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର ସ୍କୁଟି ସହ ଗଞ୍ଜେଇ ଜବତ:୨ଗିରଫ 

by ସଞ୍ଜୟ ସ୍ୱାଇଁ
April 28, 2023
in Crime, Nayagarh
କାର ସ୍କୁଟି ସହ ଗଞ୍ଜେଇ ଜବତ:୨ଗିରଫ 
344
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ରଣପୁର ଅଞ୍ଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୁଡ଼ରେ ରଣପୁର ଅବକାରୀ ବିଭାଗ l ସୂଚନାନୁସାରେ,  ଅବକାରୀ ଅଧିକାରି କରୁଣା ଶଙ୍କର ତିୱାରା ନିର୍ଦ୍ଦେଶ କ୍ରମେ ଆଜି ରଣପୁର ଅବକାରୀ ପୋଲିସ ଦୁଇଟି ସ୍ଥାନ ଯଥା ରାଜ ସୁନାଖଳା ଏବଂ ବାଉଁଶଗଡ଼ ଠାରେ ଚଢ଼ାଉ କରି ୩୮କେଜି ଗଞ୍ଜେଇ ଗୋଟିଏ କାର ଓ ସ୍କୁଟି ଜବତ କରିବା ସହ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୪ଲକ୍ଷ ହୋଇଥିବା ବେଳେ ଅଭିଯୁକ୍ତ ମାନେ ହେଲେ ମଳୟ ରଞ୍ଜନ ଗୁପ୍ତା ଓ ଦୁସେନ ନାୟକ, ଉଭୟ କନ୍ଧମାଳ ଜ଼ିଲ୍ଲାର ହୋଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି । ରଣପୁର ଅବକାରୀ ଥାନା ଅଧିକାରୀ ସୁଶାନ୍ତ କୁମାର ମହାପାତ୍ର, ଏଏସଆଇ ସୁବାସ ଚନ୍ଦ ସେଠୀ,ଲକ୍ଷ୍ମୀଧର ବେହେରା, ଅବନି ସା ଏହି ଚଢ଼ାଉ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!