Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ବାଉନସର ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ରାଘବ

by ସଞ୍ଜୟ ସ୍ୱାଇଁ
May 3, 2023
in Crime, State
ବନ୍ଧା ହେଲେ ବାଉନସର ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ରାଘବ
259
VIEWS
Share on FacebookShare on Twitter

ଜଟଣୀ, (ବାଘୁଆବାର୍ତ୍ତା): ପୁଲିସକୁ ଚକମା ଦେଇ ଖସିଯାଇଥିବା ବାଉନସର ଗ୍ୟାଙ୍ଗର ମାଷ୍ଟରମାଇଣ୍ଡକୁ ଜଟଣୀରୁ ଗିରଫ କଲା ପୁଲିସ। ତା’ ନାଁ ରାଘବ ଜେନା। ଦୋକାନ ଭଙ୍ଗାରୁଜା ମାମଲା ଓ ପୁଲିସକୁ ଆକ୍ରମଣ ପାଇଁ ପୁଲିସ ରାଘକୁ ଗିରଫ କରିଛି। ନୟାପଲ୍ଲୀ ଥାନାର ୪ଟି କେସରେରେ ୱାଣ୍ଟେଡ୍ ଥିଲା ରାଘବ। ଗିରଫ ବେଳେ ରାଘବଠାରୁ ବହୁ ପରିମାଣର ମାରଣାସ୍ତ୍ର ଜବତ କରିଛି ପୁଲିସ। ଦୀର୍ଘ ଦିନ ଧରି ପୁଲିସ ଓ ରାଘବ ମଧ୍ୟରେ ଲୁଚକାଳି ଖେଳ ଚାଲିଥିଲା। ଗତକାଲି ରାଘବ ଜଟଣୀ ଅଞ୍ଚଳରେ ଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପୁଲିସ ସେହି ସ୍ଥାନରେ ଚଢ଼ାଉ କରି ରାଘବକୁ ଧରିବାକୁ ଚେଷ୍ଟା କରିଥିଲା। ହେଲେ ସେହିସମୟରେ ରାଘବ ପୁଲିସକୁବନ୍ଧୁକ ଦେଖା ଭୟଭୀତ କରିଥିଲା। ସେଠାରେ ଖସି ଯିବାକୁ ଉଦ୍ୟମ କରିଥିଲା। ପରେ ପୁଲିସ ରାଘବଠାରୁ ବନ୍ଧୁକ ଜବତ କରିବା ସହ ଗିରଫ କରିଥିଲା। ମାର୍ଚ୍ଚ୨୪ ତାରିଖରେ ବାଉନସର ଗ୍ୟାଙ୍ଗର ସଦସ୍ୟ ମାନେ ସୁପାରୀ ନେଇ ସୁବାସ ଅଗ୍ରୱାଲ ଓ ପ୍ରଦୀପ ସାମଲ ନାମକ ଦୁଇ ବ୍ୟବସାୟୀଙ୍କ ଦୋକାନ ଭାଙ୍ଗିବା ସହ ଲୁଟପାଟ କରିଥିଲେ। ଜେସିବି ଲଗାଇ ସେମାନେ ଦୋକାନକୁ ମାଟିରେ ମିଶାଇ ଦେଇଥିଲେ। ଘଟଣାର ତଦନ୍ତ କରି ପୁଲିସ୍ ବାଉନସର ଗ୍ୟାଙ୍ଗ ର ୧୫ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୁଲିସ। ଏହି ଘଟଣାରେ ରାଘବ ମାଷ୍ଟର ମାଇଣ୍ଡ ଥିଲା। ପୁଲିସକୁ ଚକମା ଦେଇ ଖସି ଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!