Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାଦା ବଟି ମାଗି ବନ୍ଧା ହେଲେ ସାତଜଣ

by ସଞ୍ଜୟ ସ୍ୱାଇଁ
May 6, 2023
in Crime, State
ଦାଦା ବଟି ମାଗି ବନ୍ଧା ହେଲେ ସାତଜଣ
356
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଦାଦା ବଟି ମାଗିବା ଅଭିଯୋଗରେ ସାତ ଜଣଙ୍କୁ ବାନ୍ଧିଲା ପୋଲିସ । ଏହାପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରିଛି କଟକ ବାଦାମବାଡ଼ି ଥାନା ପୋଲିସ । ଅଭିଯୁକ୍ତଙ୍କ ନିକଟରୁ ଟଙ୍କା ଓ ମୋବାଇଲ୍ ଜବତ କରିଛି ପୋଲିସ । ଖବର ଅନୁଯାୟୀ, ବାଦାମବାଡ଼ି ବସ୍ ଷ୍ଟାଣ୍ଡ ମଧ୍ୟରେ ଆସୁଥିବା ବସର ହେଲ୍ପର , କଣ୍ଡକ୍ଟରମାନଙ୍କ ଠାରୁ ୧୦୦ ଏବଂ ବୁଲା ବିକାଳୀଙ୍କୁ ଭୟଭୀତ କରି ୨୦୦ ଟଙ୍କା ଆଦାୟ କରୁଥିଲେ । ଯିଏ ନଦେଉଥିଲା ତାଙ୍କୁ ଜୀବନରୁ ମାରିଦେବା ପାଇଁ ଭୟଭୀତ ମଧ୍ୟ କରୁଥିଲେ। ଏସମ୍ପର୍କରେ ଶୁକ୍ରବାର ବାଦାମବାଡ଼ି ଥାନାରେ ହୋଇଥିବା ଲିଖିତ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗକୁ ଆଧାର କରି ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି । ତେବେ ଗିରଫ ଅଭିଯୁକ୍ତ ମାନଙ୍କରୁ ୫ ଜଣଙ୍କ ଘର ଶଙ୍କରପୁର ଅଞ୍ଚଳରେ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ଘର ଯୋବ୍ରା ଓ ବୟାଳିସ ମୌଜା ଅଞ୍ଚଳର ବୋଲି ଜଣାପଡିଛି। ସମସ୍ତ ଅଭିଯୁକ୍ତଙ୍କ ନିକଟରୁ ଟଙ୍କା ଓ ମୋବାଇଲ ଜବତ କରାଯାଇଥିବା ନେଇ ପୋଲିସ୍ ପକ୍ଷରୁ ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!