Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
May 7, 2023
in Crime, State
୨୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
52
VIEWS
Share on FacebookShare on Twitter

ଲମତାପୁଟ (ବାଘୁଆବାର୍ତ୍ତା): ୨୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା କୋରାପୁଟ ପୋଲିସ। ଏକ କମାଣ୍ଡର ଜିପ୍ ରେ ଏହି ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଜବତ କରିଛି ପାଡ଼ୁଆ ପୋଲିସ। ଜଲାପୁଟ ଅଞ୍ଚଳରୁ ଆନ୍ଧ୍ରପ୍ରଦେଶକୁ ଏହି ଗଞ୍ଜେଇ ଚାଲାଣ ହେଉଥିଲା। ଖବର ଅନୁଯାୟୀ, ଦ୍ରୁତ ଗତିରେ ଆସୁ ଥିବା କମାଣ୍ଡର ଜିପ୍ କୁ ଅଟକିବାରୁ ଗାଡ଼ି ଛାଡ଼ି ମାଫିଆ ଫେରାର ହୋଇଯାଇଥିବା ବେଳେ ଏସ୍କର୍ଟ କରି ବାଇକ୍ ରେ ଆସୁଥିବା ୨ ଜଣ ମାଫିଆ ବାଇକ୍ ଛାଡ଼ି ଚମ୍ପଟ୍ ମାରିଥିଲେ।

କମାଣ୍ଡର କୁ ଯାଞ୍ଚ କରିବାରୁ ୨ କୁଇଣ୍ଟାଲ ୨୬ କେଜି ଗଞ୍ଜେଇ ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୨୨ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି l କମାଣ୍ଡର ଜିପ୍ ସହ ୨ଟି ବାଇକ୍ ଜବତ କରିଛି ପୋଲିସ। ଗାଡି ର କାଗଜ ପତ୍ର ଯାଞ୍ଚ କରିବା ପରେ ମାଲିକ ମାନଙ୍କ ନାମରେ NDPS ରେ ମାମଲା ରୁଜୁ କରିବ ପୋଲିସ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!