Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଳନ୍ତା କାରରେ ମହିଳାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ସଜା

by ସଞ୍ଜୟ ସ୍ୱାଇଁ
May 11, 2023
in Crime, State
ଚଳନ୍ତା କାରରେ ମହିଳାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ସଜା
146
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ଚଳନ୍ତା କାରରେ ମହିଳାଙ୍କୁ ଗଣ ଦୁଷ୍କର୍ମ ମାମଲାରେ ତିନି ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ସଜା ଶୁଣାଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଓ ଦୌରା ଜଜ । ୨୦୧୫ ମସିହା ରାଜଗାଙ୍ଗପୁର ଥାନା ଅଞ୍ଚଳର ଜଣେ ମହିଳା ସଂପର୍କୀୟଙ୍କ ଘରୁ ନିଜ ଘରକୁ ଫେରିବା ବାଟରେ ପଡୋଶୀ ସୋନୁ ସୋଏ, ଇନ୍ଦ୍ରୁ କେରକେଟା ଓ ପ୍ରବୀଣ ବାରଲା ଏକ କାରରେ ଆସି ଘରକୁ ଛାଡ଼ି ଦେବା କହି ଲିଫ୍ଟ ଦେଇଥିଲେ । ତାପରେ ଘରକୁ ଯିବା ବାଟରେ ଚଳନ୍ତା କାର ଭିତରେ ଦୀର୍ଘ ୪ ଘଣ୍ଟା କାଳ ଜଣେ ପରେ ଜଣେ ଦୁଷ୍କର୍ମ କରିଥିଲେ। ତାପରେ ଘର ନିକଟ ରାସ୍ତା କଡ଼ରେ ଫୋଫାଡି ଦେଇ ଫେରାର ହୋଇ ଯାଇଥିଲେ । ଏହି ମାମଲାରେ ୨୧ ଜଣ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି ଏହି ସଜା ଶୁଣାଇଛନ୍ତି କୋର୍ଟ । ସଜା ସହିତ ତିନି ଅଭିଯୁକ୍ତଙ୍କୁ ୫ ହଜାର ଜରିମାନା ଆଦେଶ ଦେଇଛନ୍ତି ଯଦି ଜରିମାନା ଅନାଦେୟ ରହେ ତାହେଲେ ଦୁଇ ମାସ ଆହୁରି ଜେଲ ଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!