Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ଲିଙ୍କ, ନୟାଗଡ଼ର ଆଇଟିଆଇ ଶିକ୍ଷକ ସମେତ ୩ ଗିରଫ

by ସଞ୍ଜୟ ସ୍ୱାଇଁ
May 14, 2023
in Breaking, Crime, Nayagarh
ପାକିସ୍ତାନ ଲିଙ୍କ, ନୟାଗଡ଼ର ଆଇଟିଆଇ ଶିକ୍ଷକ ସମେତ ୩ ଗିରଫ
1.5k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପାକିସ୍ତାନ ଲିଙ୍ଗ ଓ ଓଟିପି ଓଟିପି ସେୟାରିଙ୍ଗ ସ୍କାମ ମାମଲାରେ ଏସଟିଏଫ୍ ୩ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବଡ଼ପଣ୍ଡୁସର ଗ୍ରାମର ଆଇଟିଆଇ ଶିକ୍ଷକ ପଠାଣି ସାମନ୍ତ ଲେଙ୍କା, ଦଶପଲ୍ଲା ସାକେଣୀ ଗ୍ରାମର ସରୋଜ କୁମାର ନାୟକ ଯାଜପୁରର ସୌମ୍ୟ ପଟନାୟକ ରହିଥିବା ସୂଚନା ମିଳିଛି । ସେମାନଙ୍କ ନିକଟରୁ ୧୯ ଟି ଦାମୀ ମୋବାଇଲ, ୪୭ଟି ସିମକାର୍ଡ, ୬୧ଟି ଏଟିଏମ୍ କାର୍ଡ ଓ ୨୩ଟି ସିମ କଭର ଜବତ କରିଛି ଏସଟିଏଫର । ଓଟିପି ସେୟାରିଙ୍ଗ ସ୍କାମ କରି କିଛି ପାକିସ୍ଥାନୀ ଇଣ୍ଟେଲିଜେନ୍ସ ଅଧିକାରୀ ଓ ଆଇଏସଆଇ ଏଜେଣ୍ଟମାନଙ୍କୁ ଲିଙ୍କ ଜେନେରେଟ କରି ତଥ୍ୟ ଦେଉଥିଲେ ଅଭିଯୁକ୍ତ । ଏଥିପାଇଁ ଭାରତରେ ଥିବା ପାକିସ୍ତାନୀ ଏଜେଣ୍ଟ ମୋଟା ଅଙ୍କର ଅର୍ଥ ଦେଉଥିଲେ । ସୋସିଆଲ ମିଡ଼ିଆ ପ୍ଳାଟଫର୍ମ, ହ୍ୱାଟ୍ସଆପ, ଟେଲିଗ୍ରାମ, ଇନଷ୍ଟାଗ୍ରାମରେ ବିଭିନ୍ନ ଆକାଉଣ୍ଟ କରି ପାକିସ୍ଥାନୀ ଏଜେଣ୍ଟଙ୍କୁ ଲିଙ୍କ ସେୟାର କରୁଥିଲେ ଅଭିଯୁକ୍ତମାନେ । ଏହି ଲିଙ୍କ ମାଧ୍ୟମରେ ପାକିସ୍ତାନୀ ଏଜେଂଟମାନେ ଆତଙ୍କବାଦୀଙ୍କ ସହ ଯୋଗାଯୋଗ କରୁଥିଲେ । ମାନବଚାଲାଣ, ହନି ଟ୍ର୍ରାପ ଓ ଦେଶ ବିରୋଧୀ ପ୍ର୍ରଚାର କରୁଥିଲେ ଏଜେଂଟ । ଗତ ବର୍ଷ ରାଜସ୍ଥାନରେ ହନିଟ୍ରାପ ମାମଲାରେ ଧରାଯାଇଥିବା ମହିଳା ପିଆଇଓ ଏଜେଣ୍ଟଙ୍କ ସହ ଯୋଗାଯୋଗରେ ଥିଲେ ଏହି ୩ ଅଭିଯୁକ୍ତ ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!