Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ପାଳିତ, ନିୟମିତ ବ୍ୟାୟାମ ଓ ଯୋଗ କଲେ ମିଳିବ ଉପଶମ

by ସଞ୍ଜୟ ସ୍ୱାଇଁ
May 17, 2023
in Health, Nayagarh, State
ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ପାଳିତ, ନିୟମିତ ବ୍ୟାୟାମ ଓ ଯୋଗ କଲେ ମିଳିବ ଉପଶମ
126
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ.ମକରନ୍ଦ ବେଉରାଙ୍କ ତତ୍ୱାବଧାନରେ ପାଳିତ ହୋଇଯାଇଛି । ଏହି ସଚେତନତା ସଭାରେ ଡ.ସୁଧାଂଶୁ ଶେଖର ଷଡ଼ଙ୍ଗୀ, ଡ.ପୁଷ୍ପାନିଳିମା ଲାକ୍ରା, ଡ.ସୁବାଷ ଚନ୍ଦ୍ର ନାୟକ, ଡ.ନୌଷଦ ଅଲ୍ଲୀ ଖାଁ, ଡ.ଅଜୟ କୁମାର ବାହିନିପତୀ ପ୍ରମୁଖ ଯୋଗ ଦେଇଥିଲେ ।

ଅତିଥି ମାନେ ନିୟମିତ ବ୍ୟାୟାମ ଓ ଯୋଗ କରିବା ଦ୍ୱାରା ଉଚ୍ଚ ରକ୍ତଚାପ ରୁ ଉପସମ ମିଳିବ ବୋଲି ବକ୍ତବ୍ୟ ରଖିଥିଲେ । ଏଥି ସହିତ ସନ୍ତୁଳିତ ଖାଦ୍ୟ ଖାଇବା ଓ ଚିନ୍ତାମୁକ୍ତ ରହିବା ପାଇଁ ଚେଷ୍ଟା କରିବା ଆବଶ୍ୟକ । ୩୦ ବର୍ଷ ପରେ ରକ୍ତଚାପ ପରୀକ୍ଷା କରିବା ନିହାତି ଆବଶ୍ୟକ । ରକ୍ତଚାପ ଥିଲେ ଡାକ୍ତରଙ୍କୁ ଦେଖାଇ ନିୟମିତ ଔେଷଧ ଖାଇବା ଓ ମଝିରେ ରକ୍ତଚାପ ପରୀକ୍ଷା କରିବା ନିମନ୍ତେ ଅତିଥି ମାନେ ପରାମର୍ଶ ଦେଇଥିଲେ । ଏହିସବୁ ବାର୍ତ୍ତା ଗୁଡିକ ଲୋକମାନଙ୍କ ପାଖରେ ପହଞ୍ଚାଇବା ନିହାତି ଆବଶ୍ୟକ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ, ଆଶାକର୍ମୀ ଓ ମହିଳା ସ୍ୱାସ୍ଥ୍ୟ କର୍ମୀ ମାନେ ଉପସ୍ଥିତ ରହିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!