Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ଗଞ୍ଜେଇ ଚାଲାଣ ନୂଆ ତରିକା, ଉପରେ କୁଣ୍ଡା ଭିତରେ ଗଞ୍ଜେଇ

by ସଞ୍ଜୟ ସ୍ୱାଇଁ
May 17, 2023
in Crime, State
ରାଜଧାନୀରେ ଗଞ୍ଜେଇ ଚାଲାଣ ନୂଆ ତରିକା, ଉପରେ କୁଣ୍ଡା ଭିତରେ ଗଞ୍ଜେଇ
57
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ । ଉପରେ କୁଣ୍ଡା ବସ୍ତା, ଭିତରେ ଚାଲାଣ ହେଉଥିଲା ଗଞ୍ଜେଇ । ଆଇଚର ଟ୍ରକ୍ ସହ ୧ କ୍ବିଣ୍ଟାଲ ୪୦ କେଜି ଗଞ୍ଜେଇ ଜବତ କରିଛି ମଞ୍ଚେଶ୍ବର ଥାନା ପୋଲିସ । ଟ୍ରକ୍‌କୁ ଏସକର୍ଟ କରୁଥିବା ପଲସର ବାଇକ୍ ଓ ଦୁଇଟି ମୋବାଇଲ୍ ଫୋନ୍ ଜବତ କରାଯାଇଛି । ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୨ ଜଣଙ୍କୁ ମଧ୍ୟ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଗଜପତି ଜିଲ୍ଲା ସିକୁଳିପଦର ଅଞ୍ଚଳର ପ୍ରମୋଦ କୁମାର ବେହେରା ଓ ଖୋର୍ଦ୍ଧା ଟାଙ୍ଗି ଥାନା ଅଞ୍ଚଳର ପ୍ରଭାତ ମୁଦୁଲି । ବ୍ରହ୍ମପୁରରୁ ପୁରୀକୁ ଗଞ୍ଜେଇ ଚାଲାଣ ହେଉଥିବା ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!