Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ଜିଲ୍ଲା ମାଟ୍ରିକ ଟପ୍ପର କେଶବ

by ସଞ୍ଜୟ ସ୍ୱାଇଁ
May 18, 2023
in Education, Nayagarh, State
ନୟାଗଡ଼ ଜିଲ୍ଲା ମାଟ୍ରିକ ଟପ୍ପର କେଶବ
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । ରାଜ୍ୟରେ ୯୬.୪୦% ପାସ ହାର ହୋଇଥିବାବେଳେ ନୟାଗଡ଼ରେ ୯୬.୯୨ ପାସ ହାର ହୋଇଛି । ନୟାଗଡ଼ ଜିଲ୍ଲାର ମୋଟ ୨୩୧ ଗୋଟି ହାଇସ୍କୁଲରେ ପରୀକ୍ଷା କରାଯାଇଥିଲା । ଜିଲ୍ଲାରେ ସମୁଦାୟ ୧୨୧୮୯ ଛାତ୍ରଛାତ୍ରୀ ଫର୍ମ ଫିଲପ କରିଥିଲେ । ସେଥି ମଧ୍ୟରୁ ୧୬୦ ଜଣ ଅନୁପସ୍ଥିତ ରହିଥିଲେ । ମୋଟ ଉପରେ ୧୧୮୧୩ ଛାତ୍ରଛାତ୍ରୀ ପାସ କରିଛନ୍ତି । ୧୩ ଜଣ ଛାତ୍ରଛାତ୍ରୀ ମାଲପ୍ରାଟିସ ହୋଇଛନ୍ତି । ନୟାଗଡ଼ ଜିଲ୍ଲାରେ ଏ-୧ ରେ ୧୪୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଥିବାବେଳେ ଏ-୨ ରେ ୬୯୯ ଜଣ ପାସ କରିଛନ୍ତି । ସେହିପରି ବି-୧ ରେ ୧୭୦୭ ଜଣ ପାସ କରିଥିବା ବେଳେ ବି-୨ ରେ ୨୫୬୩ ଜଣ ପାସ କରିଛନ୍ତି । ସି ଗ୍ରେଡରେ ୨୮୭୩ ଜଣ, ଡି ଗ୍ରେଡରେ ୨୩୧୫ ଜଣ, ଇ ରେ ୧୫୧୬ ଓ ଏଫ ରେ ୨୦୩ ଜଣ ପାସ କରିଛନ୍ତି । ଜିଲ୍ଲାରେ ୬୩୧୦ ଜଣ ଛାତ୍ର ପାସ କରିଥିବାବେଳେ ୫୫୦୩ ଜଣ ଛାତ୍ରୀ ପାସ କରିଛନ୍ତି । ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସୁତ୍ରରୁ ମିଳିଥିବା ସୁଚନାନୁସାରେ ଦଧିବାମନଜିଉ ଉଚ୍ଚ ବିଦ୍ୟାଳୟ ଶିଖରପୁର ର ଛାତ୍ର କେଶବ ଚନ୍ଦ୍ର ପରିଡ଼ା ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେ ୬୦୦ ମାର୍କରୁ ୫୭୮ ମାର୍କ ରଖିଛନ୍ତି । ତାଙ୍କୁ ସବୁସ୍ତରରୁ ଶୁଭେତ୍ସା ଜଣାଉଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!