Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

by ସଞ୍ଜୟ ସ୍ୱାଇଁ
May 20, 2023
in Nayagarh, Sports, State
ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
160
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ ଉଦଘାଟିତ ହୋଇଯାଇଛି। ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ଯୋଗଦାନ କରି ପଦୀପ ପ୍ରଜ୍ବଳନ କରି ବିଧିବଦ୍ଧ ଭାବେ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଚେସ ଆସୋସିଏସନ ସମ୍ପାଦକ ଧୀରେନ୍ଦ୍ର ପଟ୍ଟନାୟକ, କେସି କ୍ଲବ ସମ୍ପାଦକ ସଂଗ୍ରାମ ଗୁମାନସିଂ ପ୍ରମୁଖ ଉପସ୍ଥିତ ଥିଲେ।ସାମ୍ବାଦିକ ରାମକୃଷ୍ଣ ରଥ ଏବଂ ତରୁଣ ଖାଁ କାର‌୍ୟ୍ୟକ୍ରମ ସଂଯୋଜନା କରିଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ୪୨ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ସ୍ୱିସ ଲିଗରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟକୁ ଆର୍ବିଟର ସନ୍ତୋଷ ମହାପାତ୍ର ପରିଚାଳନା କରିଥିବା ବେଳେ ଜିଲ୍ଲା ଚେସ ଆସୋସିଏସନ ପକ୍ଷରୁ କୋଷାଧ୍ୟକ୍ଷ ତରୁଣ ଖାଁ,ସଦସ୍ୟ ସ୍ବଦେଶ ରଥ, ଲକ୍ଷ୍ମୀଧର ସାହୁ, ରିତେଶ ରଥ, ବାଲାରସେନ ପାତ୍ର ପ୍ରମୁଖ ସହଯୋଗ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!