Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ଲିଙ୍କ, ଯାଜପୁରରୁ ପଠାଣି ସାମନ୍ତଙ୍କ ଦୁଇ ସହଯୋଗୀଙ୍କୁ ଉଠାଇ ଆଣିଲା ଏସଟିଏଫ

by ସଞ୍ଜୟ ସ୍ୱାଇଁ
May 21, 2023
in Crime, State
ପାକିସ୍ତାନ ଲିଙ୍କ, ଯାଜପୁରରୁ ପଠାଣି ସାମନ୍ତଙ୍କ ଦୁଇ ସହଯୋଗୀଙ୍କୁ ଉଠାଇ ଆଣିଲା ଏସଟିଏଫ
132
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ମାମଲାରେ ତନାଘନା । ମାଷ୍ଟରମାଇଣ୍ଡ ପଠାଣି ସାମନ୍ତ ଲେଙ୍କାର ଦୁଇ ସହଯୋଗୀ ଅଟକ । ଦେଶଦ୍ରୋହୀ କାର୍ଯ୍ୟ କରୁଥିବା ଅଭିଯୋଗରେ ଯାଜପୁରରୁ ଉଠାଇ ଆଣିଛି STF । ଖୁବଶୀଘ୍ର ଫରେନ୍ସିକ ଲ୍ୟାବକୁ ପଠାଯିବ ଅଭିଯୁକ୍ତଙ୍କ ମୋବାଇଲ । ଆବଶ୍ୟକସ୍ଥଳେ ସୋସିଆଲ ମିଡିଆ ବ୍ୟବହାର ନେଇ ଯାଞ୍ଚ କରିବେ ଆଇଟି ଏକ୍ସପର୍ଟ । ଏନଆଇଏ ଓ ଗୁଇନ୍ଦା ବିଭାଗକୁ ସମସ୍ତ ତଥ୍ୟ ପ୍ରଦାନ କରିଛି ଏସଟିଏଫ । ଅନ୍ୟପକ୍ଷରେ ଆସନ୍ତାକାଲିଠୁ ରିମାଣ୍ଡରେ ଆସିବ ପଠାଣି ସାମନ୍ତ । ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା ଏସଟିଏଫ । ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଓ ପଶ୍ଚିମବଙ୍ଗରେ ଥିବା ପାକିସ୍ତାନୀ ଆଇଏସଆଇ ଏଜେଣ୍ଟଙ୍କ ସହ ରହିଥିଲା ସମ୍ପର୍କ । ତଦନ୍ତ ବେଳେ ଏସଟିଏଫକୁ ମିଳିଛି ସାଙ୍ଘାତିକ ତଥ୍ୟ । କେଉଁ କେଉଁ ଅଂଚଳରୁ ସିମକାର୍ଡ କିଣା ହୋଇଥିଲା ସେନେଇ ଚାଲିଛି ଖୋଳତାଡ଼ । କେବେଠାରୁ ପାକିସ୍ତାନ ଆଇଏସଆଇ ଏଜେଣ୍ଟ ଲିଙ୍କରେ ଥିଲେ ଏନେଇ ଚାଲିଛି ତଦନ୍ତ । ପୂର୍ବରୁ ଅଫିସିଆଲ ଡାଟା ଲିକ ନେଇ ଜଲପାଇଗୁଡି ଥାନାରେ ରହିଛି ମାମଲା । ସେପଟେ ଟେଲିକମ ପ୍ରଭାଇଡରଙ୍କୁ ମଧ୍ୟ ସ୍କାନରକୁ ନେଇଛି ଏସଟିଏଫ । ଟ୍ରାଞ୍ଜାକ୍ସନ ଯାଞ୍ଚ ପାଇଁ ନ୍ୟାସନ୍ୟାଲ ପେମେଣ୍ଟ କର୍ପୋରେସନକୁ ଲେଖାଯାଇଛି ଚିଠି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!