Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍କୁଲରେ ଚୋରି ହୋଇଥିବା ଘଟଣାର ପର୍ଦାଫାଶ:୭ ଜଣ ନାବାଳକ ଅଟକ

by ସଞ୍ଜୟ ସ୍ୱାଇଁ
May 21, 2023
in Crime, State
ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍କୁଲରେ ଚୋରି ହୋଇଥିବା ଘଟଣାର ପର୍ଦାଫାଶ:୭ ଜଣ ନାବାଳକ ଅଟକ
60
VIEWS
Share on FacebookShare on Twitter

କନ୍ଧମାଳ:(ବାଘୁଆ ବାର୍ତ୍ତା):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକରେ ଲଗାତାର ବିଭିନ୍ନ ଦୋକାନ ସ୍ମାର୍ଟ ସ୍କୁଲ ଓ ବିଭିନ୍ନ ସ୍ଥାନରୁ ଚୋରି ହେଉଥିବା ବେଳେ ପୁଲିସ ଏହି ଘଟଣାର ପର୍ଦାଫାଶ କରିବା ସହ ଚୋରି ସାମଗ୍ରୀ ଜବତ କରିଛି। ଏହି ଘଟଣାରେ ୭ ଜଣ ନାବାଳକ ଙ୍କୁ ଅଟକ ରଖି ବାଳ ସୁଧାର ଗୃହକୁ ପଠାଇଥିବା ସୂଚନା ମିଳିଛି। ଜବତ ସାମଗ୍ରୀ ମଧ୍ୟରେ ସିପିଉ, କିବୋର୍ଡ଼, ହେଡ଼ ଫୋନ ଥିବା ଜଣାପଡିଛି। ଅନ୍ୟ ପଟେ ଚୋରୀରେ ବ୍ୟବହୃତ ଜିନିଷ ସହ କିଛି ମରଣାସ୍ତ୍ର ଜବତ ହୋଇଥିବା ବେଳେ ଏହି ସମସ୍ତ ଚୋରୀରେ ସମ୍ପୃକ୍ତ ୭ ଜଣ ନାବାଳକ ଫିରିଙ୍ଗିଆ ବ୍ଲକ ଆଖ ପାଖ ଅଞ୍ଚଳର ବୋଲି ସୂଚନା ମିଳିଛି । ହେଲେ ଏହି ଘଟଣାର ମାଷ୍ଟର ମାଇଣ୍ଡ ସହ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି, ସେ ନେଇ ଅଧିକ ତଦନ୍ତ ଅବ୍ୟାହତ ଥିବା ବିଷୟ ଫିରିଙ୍ଗିଆ ଥାନା ଅଧିକାରୀ ତପନ କୁମାର ନାହାକ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!