Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ପଞ୍ଝାରେ ଆଇଆଇସି, ଚାଲିଛି ତନାଘନା, ଅଫିସ, ବାସଗୃହରୁ ମିଳିଲା ସୁନା ଓ ଟଙ୍କା

by ସଞ୍ଜୟ ସ୍ୱାଇଁ
May 22, 2023
in Crime, State
ଭିଜିଲାନ୍ସ ପଞ୍ଝାରେ ଆଇଆଇସି, ଚାଲିଛି ତନାଘନା, ଅଫିସ, ବାସଗୃହରୁ ମିଳିଲା ସୁନା ଓ ଟଙ୍କା
451
VIEWS
Share on FacebookShare on Twitter

ପଦ୍ମପୁର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ପଞ୍ଝାରେ ପୋଲିସ ବାବୁ। ବରଗଡ଼ ଜିଲ୍ଲା ଗାଇସିଲେଟ ଆଇଆଇସି ବୀରବର ଭଗତଙ୍କ ଘରେ ଭିଜିଲାନ୍ସ ରେଡ୍। ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗାଇସିଲେଟ ଥାନା ଅଧିକାରୀ ବିରବର ଭଗତଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ରହିଛି ସମ୍ବଲପୁର ସ୍ଥିତ ଘର, ଗାଇସିଲେଟ ସ୍ଥିତ ସରକାରୀ ବାସଭବନ ଓ ଗାଇସିଲେଟ ଥାନା । ବୀରବର ଭଗତ ପଦ୍ମପୁର ଉପଖଣ୍ଡରେ ବହୁ ଦିନ ହେବ ବିଭିନ୍ନ ଥାନା ଗୁଡ଼ିକରେ କାର‌୍ୟ୍ୟ କରି ଆସୁଛନ୍ତି। ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ମିଳିଥିବା ସୁଚନା ମୁତାବକ ତାଙ୍କ ଅଫିସ ଓ ବାସଗୃହରୁ ୫୦ ହଜାର ଟଙ୍କା ଓ ସୁନା ମିଳିଛି । ସେନେଇ ସବିଶେଷ ତଥ୍ୟ ଭିଜିଲାନ୍ସ ପକ୍ଷରୁ ଦିଆଯାଇନାହିଁ । ରେଡ୍ ଶେଷ ହେବା ପରେ ଭିଜିଲାନ୍ସ ପକ୍ଷରୁ ଏହି ତଥ୍ୟ ଦିଆଯିବ ବୋଲି ସୂଚନା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!