Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତିନି ଇଞ୍ଜିନିୟର ଛାତ୍ରଙ୍କ ଗଞ୍ଜେଇ ବେପାର, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
May 23, 2023
in Crime, State
ତିନି ଇଞ୍ଜିନିୟର ଛାତ୍ରଙ୍କ ଗଞ୍ଜେଇ ବେପାର, ବାନ୍ଧିଲା ପୁଲିସ
238
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ନନ୍ଦପୁର ଆଇ ବି ଛକ ନିକଟରୁ ପୁଲିସ ଏକ କାରରୁ ୨୧ କିଲୋ ୪୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ତିନିଜଣଙ୍କୁ ଗିରଫ କରି ଥିବା ନନ୍ଦପୁର ଉପଖଣ୍ଡ ପୁଲିସ ଅଧିକାରୀ ସଞ୍ଜୟ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଗିରଫ ତିନି ଜଣ ତେଲେଙ୍ଗାନା ପାଲ୍ଭାଞ୍ଚା ଥାନା ଅଂଚଳର ଚାମାକୁରି ଦେବେନ୍ଦ୍ର ଗୌଡ଼, ରୀଙ୍କାପାଲୁ ସନ୍ତୋଷ ଓ ବରୁଣ ତେଜା ହୋଇଥିବାବେଳେ ସମସ୍ତେ ଇଞ୍ଜିନିୟରିଂ ଛାତ୍ର ବୋଲି ଜଣା ପଡିଛି। ଟିଏସ ୦୩ ଏଫବି ୫୪୯୧ ନମ୍ବର କାରରେ ଜଲାପୁଟ ଅଞ୍ଚଳରୁ ନନ୍ଦପୁର ଦେଇ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଥିବା ସୂଚନା ମିଳିବା ପରେ ନନ୍ଦପୁର ଏସ ଡି ପି ଓ ସଞ୍ଜୟ କୁମାର ମହାପାତ୍ର, ଥାନା ଅଧିକାରୀ ପ୍ରଫୁଲ୍ଲ କୁମାର ଲାକ୍ରା ଓ ଅନ୍ୟମାନଙ୍କୁ ନେଇ ଗଠିତ ଟିମ୍ ଆଇ ବି ଛକରେ ସୋମବାର ବିଳମ୍ବିତ ରାତିରେ ନାକାବନ୍ଦି କରିଥିଲେ । ଉକ୍ତ କାର ପହଞ୍ଚିବା ପରେ ପୁଲିସ ଗାଡ଼ି ଅଟକାଇ ଯାଞ୍ଚ କରିଥିଲା ଓ କାରରୁ ଏକ ଜରି ଅଖାରେ ପେକିଙ୍ଗ କରା ଯାଇଥିବା ୨୧ କିଲୋ ୪୦୦ ଗ୍ରାମ ଗଞ୍ଜେଇ ଜବତ କରିଥିଲେ । ନନ୍ଦପୁର ଥାନାରେ ଏନ୍ ଡି ପି ଏସ ଆକ୍ଟରେ ଏକ ମାମଲା (କେଶ ନମ୍ବର ୫୯/୨୦୨୩) ରୁଜୁ କରା ଯାଇଥିବାବେଳେ ସବ୍ ଇନ୍ସପେକ୍ଟର ଦୀପ୍ତି ମୟୀ ଧାରୁଆ ତଦନ୍ତ ଜାରି ରଖିଥିବା ଏସ ଡି ପି ଓ ସୂଚନା ଦେଇଛନ୍ତି । ଗିରଫ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!