Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ପଡ଼ା ଚିନ୍ତାମଣି ବିଦ୍ୟାପୀଠରୁ ଚୋରି, ପୁଲିସର ତଦନ୍ତ, ସିସିଟିଭିରେ କଏଦ ହେଲା ଦୃଶ୍ୟ

by ସଞ୍ଜୟ ସ୍ୱାଇଁ
May 23, 2023
in Crime, Nayagarh, State
ସମ୍ପଡ଼ା ଚିନ୍ତାମଣି ବିଦ୍ୟାପୀଠରୁ ଚୋରି, ପୁଲିସର ତଦନ୍ତ, ସିସିଟିଭିରେ କଏଦ ହେଲା ଦୃଶ୍ୟ
217
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର‌୍ୟ୍ୟାଳୟ ଅଧୀନରେ ଥିବା ସମ୍ପଡ଼ା ଚିନ୍ତାମଣି ବିଦ୍ୟାପୀଠ ଚୋରି ହୋଇଥିବା ଜଣା ପଡିଛି । କମ୍ପ୍ୟୁଟର ଲ୍ୟାବ ରୁମ୍ ତାଲାଭାଙ୍ଗି ଚୋର ମନିଟର ନେଇ ପଳାଇଥିବା ଜଣାପଡ଼ିଛି । ଗତକାଲି ରାତିରେ ୨ ଜଣ ଦୁର୍ବୃତ୍ତ ମୁଁହରେ କପଡ଼ା ଲଗାଇ କମ୍ପ୍ୟୁଟର ଲ୍ୟାବ୍ ରୁମ୍ ତାଲା ଭାଙ୍ଗି ସିସିଟିଭି ଭାଙ୍ଗିବା ସହ ୨ଟି ମନିଟର ଚୋରି କରିଥିଲେ । ଚୋରିର ସମସ୍ତ ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ ହୋଇଥବା ବିଦ୍ୟାଳୟର ପ୍ରଧାନଶିକ୍ଷକ ଭୀମସେନ ସାହୁ ସୂଚନା ଦେଇଛନ୍ତି । ଘଟଣାସ୍ଥଳରେ ନୂଆଗାଁ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ବିଦ୍ୟାଳୟରେ ଏଭଳି ଚୋରି ଘଟଣାକୁ ଜନସାଧାରଣ ନିନ୍ଦା କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!