Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୯ରୁ ଯୁକ୍ତ ୨ ନାମଲେଖା ଆବେଦନ

by ସଞ୍ଜୟ ସ୍ୱାଇଁ
May 25, 2023
in Education, State
ଆସନ୍ତା ୨୯ରୁ ଯୁକ୍ତ ୨ ନାମଲେଖା ଆବେଦନ
121
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମେ’ ୨୯ ତାରିଖରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ସାମସ୍ ପୋର୍ଟାଲରେ ଅନ୍‌ଲାଇନ୍‌ରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ ଜୁନ୍ ୨୦ ତାରିଖ ଯାଏଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଜୁନ୍ ୨୮ ତାରିଖରେ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇବ । ଜୁନ୍ ୨୯ ତାରିଖରୁ ଜୁଲାଇ ୫ ତାରିଖ ଯାଏଁ ପ୍ରଥମ ପର‌୍ୟ୍ୟାୟ ନାମଲେଖା ହେବ । ଜୁଲାଇ ୧୩ ତାରିଖରେ ଦ୍ବିତୀୟ ପର‌୍ୟ୍ୟାୟ କଟ୍ ଅଫ୍ ତାଲିକା ପ୍ରକାଶ ପାଇବ । ଚଏସ୍ ଲକିଂ ବା ସ୍ଲାଇଡ଼ ଅପ୍ ୧୯ ଜୁଲାଇ ସୁଦ୍ଧା କରିବେ । ୨୬ ଜୁଲାଇରୁ ୨୭ ଜୁଲାଇ ସ୍ପଟ୍ ସିଲେକ୍ସନ ହେବ । ସ୍ପଟ୍ ସିଲେକ୍ସନ ଏଥର ଅନଲାଇନରେ ହୋଇପାରିବ । ୧୦୬ଟି ଅପଗ୍ରେଡଡ଼ ହାୟର ସେକେଣ୍ଡାରୀ ସ୍କୁଲ ଅନୁମୋଦନ ହୋଇଛି । ସେଥିରେ ୧୩୦୦୦ ସିଟ୍ ରହିଛି । ଜୁଲାଇ ୨୯ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!