Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆର.ଆଇ

by ସଞ୍ଜୟ ସ୍ୱାଇଁ
May 30, 2023
in Crime, State
ଭିଜିଲାନ୍ସ ଜାଲରେ ଆର.ଆଇ
272
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଆର.ଆଇ। ୩୩୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପଦ୍ମପୁର ଉପଖଣ୍ଡ ଦହିତାର ଆର.ଆଇ ଦାମୋଦର ସୁନା। ୧୧ ଜଣ ହିତାଧିକାରୀଙ୍କ ନକ୍ସା କରାଇଦେବାକୁ କହି ଜଣଙ୍କ ପିଛା ୩୦୦ ଟଙ୍କା ଲେଖାଏଁ ମାଗିଥିଲେ। ମଧ୍ୟସ୍ଥି ସମଦେବ ବଞ୍ଛୋରଙ୍କ ମାଧ୍ୟମରେ ଟଙ୍କା ନେଉଥିବା ବେଳେ ଧରାପଡିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!