Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ : ୩ରୁ ଅନ୍‌ଲାଇନ୍ ୮ରୁ ଅଫ୍‌ଲାଇନ୍

by ସଞ୍ଜୟ ସ୍ୱାଇଁ
June 1, 2020
in Education
ନୟାଗଡ଼ : ୩ରୁ ଅନ୍‌ଲାଇନ୍ ୮ରୁ ଅଫ୍‌ଲାଇନ୍
25
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟରେ ଆଜି +୨ ଖାତା ଦେଖା ଆରମ୍ଭ ହୋଇଛି । ଭୂବନେଶ୍ୱର ଓ କଟକ ପରି ସହରରେ ଅନ୍‌ଲାଇନ୍ ମାଧ୍ୟମରେ ଖାତା ଦେଖା ଆରମ୍ଭ ହୋଇଛି । ଖାତା ଦେଖା କେନ୍ଦ୍ର ଗୁଡ଼ିକୁ ବିଶୋଧନ କରାଯିବା ସହ ସାମାଜିକ ଦୂରତା ଅବଲମ୍ବନ କରାଯାଇ ଖାତା ଦେଖା ଆରମ୍ଭ ହୋଇଛି । ୩ ତାରିଖରୁ ନୟାଗଡ଼ରେ ଅନ୍‌ଲାଇନ୍ ମାଧ୍ୟମରେ ଖାତା ଦେଖା ଆରମ୍ଭ ହେବାକୁ ଥିବା ବେଳେ ୮ ତାରିଖରୁ ଅଫ୍‌ଲାଇନ୍ ଖାତା ଦେଖା ଆରମ୍ଭ ବୋଲି ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷା ମେଜର୍ ମଂଜୁଶ୍ରୀ ପତି ସୂଚନା ଦେଇଛନ୍ତି । ଏଥି ନିମନ୍ତେ ମହାବିଦ୍ୟଳୟକୁ ଆଜିଠାରୁ ବିଶୋଧନ ପ୍ରକିୟା ଆରମ୍ଭ କରାଯାଇଛି । ସାମାଜିକ ଦୂରତା ରକ୍ଷା କରି ଖାତା ଦେଖାର ବ୍ୟବସ୍ଥା କରାଯିବାର ବ୍ୟବସ୍ଥା ଆରମ୍ଭ କରାଯାଇଥିବା ଅଧ୍ୟକ୍ଷ ସୂଚନା ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!