Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆୟୁଶୁ ଡାକ୍ତରଙ୍କ ଯକ୍ଷ୍ମା ତାଲିମ କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
May 30, 2023
in Health, Nayagarh, State
ଆୟୁଶୁ ଡାକ୍ତରଙ୍କ ଯକ୍ଷ୍ମା ତାଲିମ  କାର୍ଯ୍ୟକ୍ରମ
127
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ରାଷ୍ଟ୍ରୀୟ ବାଲବିକାଶ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଓ ମୋବାଇଲ ହେଲ୍‌ଥ ୟୁନିଟ ସମସ୍ତ ଆୟୁଷ ଡ଼ାକ୍ତର ନେଇ ଏକ ଟିବି ତାଲିମି କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଅନୁଷ୍ଟିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମକରନ୍ଦ ବେଉରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡାକ୍ତର ଶରତ କୁମାର ଦାଶ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା। ଜିଲ୍ଲା ସଂଯୋଜଗ ରୁଦ୍ର ପ୍ରସାଦ ଜେନା ଓ ଟିବି -ଏଚଆଇଭି ସଂଜଯୋଗ ଶରତ କୁମାର ଓଝା ମୁଖ୍ୟ ପ୍ରଶିକ୍ଷକ ଭାବେ ତାଲିମି ଦେଇଥିଲେ । ନିୟମିତ ଔଷଧ ସେବନ ଦ୍ବାରା ଟିବି ରୋଗ ନିୟନ୍ତ୍ରଣ ହୋଇପାରିବ ସେ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଦିଲୀପ କୁମାର ପ୍ରଧାନ, ଦୀପକ ଦଳବେହେରା, ଆଶୁତୋଷ ସାମନ୍ତସିଂହାର ପ୍ରମୁଖ କାଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!