Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୀବନ ବିନ୍ଦୁ ମାଧ୍ୟମରେ ରକ୍ତଦାନ ଶିବିର, ୩୫ୟୁନିଟ୍ ରକ୍ତ ସଂଗୃହିତ

by ସଞ୍ଜୟ ସ୍ୱାଇଁ
June 2, 2020
in Health
ଜୀବନ ବିନ୍ଦୁ ମାଧ୍ୟମରେ ରକ୍ତଦାନ ଶିବିର, ୩୫ୟୁନିଟ୍ ରକ୍ତ ସଂଗୃହିତ
13
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା):ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ କରୋନା ମହାମାରୀ ସମୟରେ ରକ୍ତଭଣ୍ଡାରରେ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ବିଜୁ ଯୁବ ଜନତା ଦଳର ରାଜ୍ୟସଭାପତି ଅମରେଶ ପତ୍ରୀଙ୍କ ନେତୃତ୍ୱରେ ଯୁବ ଜନତା ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ରଶ୍ମିରଞ୍ଜନ ଦାସଙ୍କ ସଂଯୋଜନାରେ ସରକାରଙ୍କ କୋଭିଡ୍‌-୧୯ ନିୟମାବଳୀ ଅନୁଯାୟୀ ସାମାଜିକ ଦୁରତ୍ୱ ରକ୍ଷାକରିଏକ ରକ୍ତଦାନ ଶିବିର ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତହୋଇ ଯାଇଅଛି । ଏହି ରକ୍ତଦାନ ଶିବିରକୁ ମୁଖ୍ୟ ଅତିଥି ଭାବେ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ରଘୁନନ୍ଦନ ଦାସ ଉଦ୍‌ଘାଟନ କରିଥିଲେ ଏବଂ ଜୀବନ ବିନ୍ଦୁର ରାଜ୍ୟ ମୁଖ୍ୟ ସଂଯୋଜକ ତଥା ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ଦେବାଶିଷ ସାମନ୍ତରାୟ, ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳର ରାଜ୍ୟ ସଙ୍ଗଠନ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସ, ବିଜୁ ଜନତା ଦଳର ରାଜ୍ୟସାଧାରଣ ସମ୍ପାଦକ (ମୁଖ୍ୟାଳୟ) ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ରାଜ୍ୟ ସଭା ସାଂସଦ ତଥା ବିଜେଡି ଆଇ.ଟିୱିଙ୍ଗ୍ ଅଧ୍ୟକ୍ଷ ଡଃ. ଅମର ପଟ୍ଟନାୟକ, ଧର୍ମଶାଳା ବିଧାୟକ ପ୍ରଣବ ପ୍ରକାଶ ବଳବନ୍ତରାୟ ଓ ଜୀବନ ବିନ୍ଦୁ ରାଜ୍ୟ ସଂଯୋଜକ ତଥା ଯୁବ କଲ୍ୟାଣ ବୋର୍ଡ କାର୍ଯ୍ୟ ନିର୍ବାହୀ ଉପାଧ୍ୟକ୍ଷ ବିଜୟ ନାୟକ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି ରକ୍ତଦାତା ତଥା କର୍ମକର୍ତ୍ତାମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଶିବିରରେ ସ୍ୱେଚ୍ଛାକୃତ ଭାବେ ୩୫ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା । .

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!