Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜାରରେ ଚାଞ୍ଚଲ୍ୟ ସୃଷ୍ଟି କଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
June 2, 2020
in Breaking, Nayagarh
ବଜାରରେ ଚାଞ୍ଚଲ୍ୟ ସୃଷ୍ଟି କଲେ ଜିଲ୍ଲାପାଳ
34
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଆଜିଠାରୁ ରାତ୍ରୀକାଳୀନ କର୍ଫ୍ୟୁକୁ କଡ଼ାକଡ଼ି କରାଯାଇଛି । ଫଳରେ ଆଜି ଜିଲ୍ଲାପାଳ ଡ. ପୋମା ଟୁଡୁ, ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌୍‌ଡି, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିୱାକର ପ୍ରମୂଖ ପୁଲିସ ଦଳ ସହ ନୟାଗଡ଼ ବଜାର ଉପରେ ଚଢ଼ାଉ କରିଥିଲେ । ସହରରେ ସଂନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଦୋକାନ ଉପରେ ପ୍ରଥମେ ଚଢ଼ାଉ କରାଯାଇଥିବା ବେଳେ ଦ୍ୱିତୀୟରେ ବିନା ମାସ୍କରେ ବୁଲୁଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ୍ କରାଯାଇଛି । ଏପରିକି କର୍ଫ୍ୟୁ ସମୟରେ ମନଇଚ୍ଛା ବୁଲୁଥିବା ଅନେକ ବ୍ୟକ୍ତି ଆଜି ହରଣଘଣାରେ ପଡ଼ିଥିବା ଜଣାଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଆଜି ସହରରେ ଏଭଳି ଚଢ଼ାଉ ଫଳରେ ସହରରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷରେ ଆଜି ପ୍ରଶାସନିକ ଅଧିକାରୀମାନେ ଇଟାମାଟି ଅଂଚଳରେ ମଧ୍ୟ ଚଢ଼ାଉ କରିଥିବା ଜଣାଯାଇଛି । ଜିଲ୍ଲାରେ କରୋନା କାୟା ବିସ୍ତାର କରୁଥିବା ବେଳେ ରାଜ୍ୟ ସରକାରଙ୍କ ନିୟମ କଡ଼ାକଡ଼ି ପାଳନ କରିବାକୁ ନିୟମ ରହିଛି । ଯାହା ଫଳରେ ଜିଲ୍ଲାରେ ଆଜି ଠାରୁ ବିଭିନ୍ନ ନିୟମରେ ପରିବର୍ତ୍ତନ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!