Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱର୍ଗତ ଭାଗବତ ବେହେରାଙ୍କ ୧୯ ତମ ଶ୍ରାଦ୍ଧାବାର୍ଷିକ ପାଳିତ

by Anil Panda
June 3, 2020
in Politics
ସ୍ୱର୍ଗତ ଭାଗବତ ବେହେରାଙ୍କ ୧୯ ତମ ଶ୍ରାଦ୍ଧାବାର୍ଷିକ ପାଳିତ
20
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ମାଟିର ଲଢ଼ୁଆ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ବେହେରାଙ୍କ ୧୯ ତମ ଶ୍ରାଦ୍ଧାବାର୍ଷିକ ଅବସରରେ ଆଜି ବିଜୁ ଜନତା ଦଳ ଏବଂ ବୁଦ୍ଧିଜୀବୀ ମହଲରୁ ତାଙ୍କତ୍ତପର୍ତ୍ତିମୂର୍ତ୍ତୀରେ ପୂଷ୍ପ ମାଲ୍ୟାର୍ପଣ କରାଯାଇଛି । ନୟାଗଡ଼ ପୁରୁଣା ବସଷ୍ଟାଣ୍ଡଠାରେ ଅବସ୍ଥିତ ସ୍ୱର୍ଗତ ବେହେରାଙ୍କ ପର୍ତ୍ତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯିବା ସହ ରକ୍ତଭଣ୍ଡାର ପରିସରରେ ମଧ୍ୟ ତାଙ୍କ ପ୍ରତି ଶ୍ରଦ୍ଧା ଜ୍ଞାପନ କରାଯାଇଛି । ଏହି ଅବସରରେ କୃଷକ ନେତା ଜଗନ୍ନାଥ ପଣ୍ଡା, ପୂର୍ଣ୍ଣଚନ୍ଦ୍ର ନାୟକ, ସମାଜସେବୀ ଦାମୋଦର ସାହୁ, ବ୍ଲକ ବିଜେଡି ସଭାପତି ଅଜିତ କୁମାର ସାହୁ, ଲକ୍ଷ୍ମଣ ମଲ୍ଲ ପ୍ରମୂଖ ଯୋଗ ଦେଇ ସ୍ୱର୍ଗତ ବେହେରାଙ୍କର ଜୀବନ ବ୍ୟାପି ରାଜନୀତି ଓ ଲୋକ ସେବାକୁ ସ୍ମରଣ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!