Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

by ସଞ୍ଜୟ ସ୍ୱାଇଁ
June 12, 2023
in Crime, State
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
201
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟ୍ବିନସିଟିର ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଭିଜିଲାନ୍ସର ଚଢାଉ । ଭୁବନେଶ୍ବର ସୌଭାଗ୍ୟନଗରରେ ଥିବା ଘର, ଚକେଇଶିଆଣିରେ ଥିବା ସମ୍ପର୍କୀୟଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍ । କଟକ ନରସିଂହପୁର ଲେହେଙ୍ଗା ଗାଁରେ ଥିବା ପୈତୃକ ଘର ଓ କଟକ ସଦର ବ୍ଲକ୍ ଅଫିସ ଚାମ୍ବରରେ ଚାଲିଛି ଭିଜିଲାନ୍ସ ରେଡ୍ । ୩ଟି ଟିମ୍ ରେଡ୍‌ରେ ସାମିଲ ଅଛନ୍ତି । ୩ ଡିଏସପି , ୪ ଇନସ୍ପେକ୍ଟର ଓ ଅନ୍ୟ କର୍ମଚାରୀ ଚଢାଉରେ ସାମିଲ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!