Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରେ ୧୫ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ୪୫

by Anil Panda
June 3, 2020
in Breaking
ବିନା ସୂଚନା ଫେରନ୍ତା, ନିଦ ହଜାଇବେ !
15
VIEWS
Share on FacebookShare on Twitter

ଚିକିତ୍ସାଧିନ ଥିବା ୨୪ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଥିବା ବେଳେ ସୁସ୍ଥଙ୍କ ତାଲିକା ସେହି ତୁଳନାରେ ବଢ଼ୁଛି । ଯାହାକୁ ନେଇ ନୟାଗଡ଼ ଜିଲ୍ଲାବାସୀଙ୍କ ମନରେ ରହିଥିବା ଭୟ କ୍ରମଶଃ କମିବାରେ ଲାଗିଛି । ଏହା ଜିଲ୍ଲାପାଇଁ ଖୁସି ଖବର ବୋଲି ଆଲୋଚନା ହେଉଛି । ସୂଚନାନୁସାରେ, ପୂର୍ବରୁ ନୟାଗଡ଼ ଜିଲ୍ଲାର ମୋଟ ୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ଏହି ସଂଖ୍ୟାରେ ଆଉ ୧୫ ଯୋଡ଼ି ହୋଇଛି । ସେମାନଙ୍କ ମଧ୍ୟରେ ଦଶପଲ୍ଲା ବ୍ଲକ ଘୋଳାହାଣ୍ଡି ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ଦୁଇ ଆକ୍ରାନ୍ତ ରହିଥିବା ବେଳେ ମଧ୍ୟଖଣ୍ଡ ସଂସ୍କୃତ ମହାବିଦ୍ୟାଳୟର ଦୁଇ ଆକ୍ରାନ୍ତ ରହିଥିବା ଜଣାଯାଇଛି । ଅନ୍ୟ ୧୧ ଜଣ ଆକ୍ରାନ୍ତ ନୟାଗଡ଼ ବ୍ଲକର ବୋଲି ଜଣାଯାଇଛି । ଏମାନଙ୍କ ମଧ୍ୟରେ ଇଟାମାଟି ନାରାୟଣୀ ବାଳିକା ଉଚ୍ଚ ବିଦ୍ୟାଳୟ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ସାତ ଜଣ ଆକ୍ରାନ୍ତ ରହିଥିବା ବେଳେ ଲାଠିପଡ଼ା କଲ୍ୟାଣ ମଣ୍ଡପରୁ ଚିହ୍ନଟ ହୋଇଥିବା ୪ ଜଣ ଆକ୍ରାନ୍ତ ବୋଲି ଜିଲ୍ଲା କୋଭିଡ୍ ନୋଡାଲ୍ ଅଧିକାରୀ ତଥା ବନଖଣ୍ଡ ଅଧିକାରୀ ଧନରାଜ ଏଚ୍‌.ଡି ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଜିଲ୍ଲାରେ ଚିକିତ୍ସାଧିନ ଥିବା ୨୪ ଆକ୍ରାନ୍ତଙ୍କ ସଂଖ୍ୟା ସୁସ୍ଥ ରହିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!