Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧର୍ମଶାଳାର ସୂଚନା ଅଧିକାର କର୍ମୀଙ୍କ ସମେତ ୬ ଗିରଫ

by ସଞ୍ଜୟ ସ୍ୱାଇଁ
June 14, 2023
in Crime, State
ଧର୍ମଶାଳାର ସୂଚନା ଅଧିକାର କର୍ମୀଙ୍କ ସମେତ ୬ ଗିରଫ
116
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ଧର୍ମଶାଳା ଅଂଚଳର ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଗିରଫ। ଧର୍ମଶାଳା ତହସିଲ ଅଧିନ ସାରୋଇ ମୌଜାରେ ସରକାରୀ ଜମିରୁ ମୋରମ ଓ ମାଟି ଚୋରା ଚାଲାଣ ଅଭିଯୋଗରେ ଗିରଫ। ଧର୍ମଶାଳା ତହସିଲଦାର ସ୍ୱାଗତ ଦାସଙ୍କ ଅଭିଯୋଗରେ ପୋଲିସ ଗିରଫ କରିଥିବା ସୂଚନା। ଗତକାଲି ଧର୍ମଶାଳା ତହସିଲ ଅଧିନ ସାରୋଇ ମୌଜାର ଏକ ସରକାରୀ ଜମିରୁ ମୋରାମ ଓ ମାଟି ଉଠାଯାଉଥିବା ବେଳେ ଖବର ପାଇ ଧର୍ମଶାଳା ତହସିଲ ଓ ପୋଲିସ ପ୍ରଶାସନ ଚଢ଼ାଉ କରିଥିଲା। ଏହି ସମୟରେ ଏକ ଜେସିବି ମେସିନ ସହ ୫ଟି ଟ୍ରାକ୍ଟର ଜବତ କରାଯାଇଥିଲା। ଏଥିସହ ୫ଜଣ ଡ୍ରାଇଭରକୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଥିଲା। ତେବେ ସର୍ବେଶ୍ୱରଙ୍କ ଜମିରେ ଏହି ମୋରମ ଓ ମାଟି ପକାଯିବା ପାଇଁ ବେଆଇନ ଭାବେ ଉଠାଯାଉଥିବା ଜଣାପଡିଥିଲା। ତେବେ ଧର୍ମଶାଳା ତହସିଲଦାର ସ୍ୱାଗତ ଦାସଙ୍କ ଅଭିଯୋଗକ୍ରମେ ଆଜି ସକାଳୁ ଧର୍ମଶାଳା ପୋଲିସ ସର୍ବେଶ୍ୱରକୁ ଗିରଫ କରିବା ସହ ଅଟକ ଥିବା ୫ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛି। ଏଠାରେ ସୂଚନା ଯୋଗ୍ୟ ଯେ ସର୍ବେଶ୍ୱର ଧର୍ମଶାଳାରେ ଅନେକ ସମୟରେ ବିଭିନ୍ନ ବେଆଇନ କାର‌୍ୟ୍ୟକୁ ନେଇ ସ୍ୱର ଉଠାଇ ଆସୁଥିବା ବେଳେ ନିଜେ ବେଆଇନ କାର‌୍ୟ୍ୟ କରି ଗିରଫ ହେବା ଧର୍ମଶାଳା ଅଞ୍ଚଳରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!