Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷ୍ଟାଫ ନର୍ସଙ୍କୁ କରୋନା : ନୀରବ ନିସ୍ତବ୍ଧ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

by Anil Panda
June 4, 2020
in Breaking
ଷ୍ଟାଫ ନର୍ସଙ୍କୁ କରୋନା : ନୀରବ ନିସ୍ତବ୍ଧ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ
28
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ୬୯ ଜଣ କରୋନା ଆକ୍ରାନ୍ତ ପୂର୍ବରୁ ଚିହ୍ନଟ ହୋଇଥିବା ବେଳେ ଗତକାଲି ରାତିରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୭ ଜଣଙ୍କ ମଧ୍ୟରେ ୬ ଜଣ ପ୍ରବାସୀ ରହିଥିବା ବେଳେ ଅନ୍ୟଜଣେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଷ୍ଟାଫ ନର୍ସ ବୋଲି ଜଣାଯାଇଛି । କରୋନା ଯୋଦ୍ଧା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲି ମହିଳା ନର୍ସ ଜଣଙ୍କୁ କୋଭିଡ୍ ହସ୍‌ପିଟାଲ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟ କର୍ମଚାରୀଙ୍କ ଏବଂ କିଛି ରୋଗୀଙ୍କୁ ଖଣ୍ଡପଡ଼ା କୋଭିଡ୍ କେୟାର ହସ୍‌ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ୱାର୍ଡ଼ ଏବଂ ମାତୃ ଶିଶୁ ଗୃହର ଗୋଟିଏ ୱାର୍ଡ଼କୁ ସିଲ୍ କରି ଦିଆଯାଇଛି । ଅନ୍ୟପକ୍ଷେ, ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅନ୍ୟ ଦିନ ଅପେକ୍ଷା ଡାକ୍ତର ଓ କର୍ମଚାରୀମାନେ କମ ସଂଖ୍ୟକ ଆସିଥିବା ବେଳେ ମୁଖ୍ୟ ଚିକିତ୍ସାଳୟରେ ଘଟଣାକୁ ନେଇ ନୀରବ ନିସ୍ତବ୍ଧ ପରିସ୍ଥିତି ଖେଳି ଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!