Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶାଳ ଲଗ ବୋଝେଇ ଗାଡ଼ି ଜବତ

by Anil Panda
June 5, 2020
in Crime
ଶାଳ ଲଗ ବୋଝେଇ ଗାଡ଼ି ଜବତ
57
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା):  ବିଶ୍ବ ପରିବେଶ ଦିବସରେ ଓଡ଼ଗାଁ ବନବିଭାଗକୁ ମିଳିଛି ଏକ ବଡ଼ ସଫଳତା ।  ବିଶେଷ ସୂତ୍ରରୁ ଖବର ପାଇ  ଓଡ଼ଗାଁ ବନାଞ୍ଚଳ ଅଧିକାରୀ ରବିନ୍ଦ୍ର ନାଥ ପଣ୍ଡା ଜିଲ୍ଲା ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ବନପାଳ ଜ୍ୟୋତିରଞ୍ଜନ ମାନସିଂହ ଓ ଅନ୍ୟମାନଙ୍କ ସହିତ  ନୟାଗଡ଼-ଭଞ୍ଜନଗର ରାଜ୍ୟ ରାଜପଥର ନାଉଖାଲ ନିକଟରେ ପୂର୍ବରୁ ଜଗି ରହିଥିଲେ । ଗୁରବାର ବିଳମ୍ବିତ ରାତିରେ ଓ ଆର ୦୨ ଏ ୮୭୬୫ ନମ୍ବର ବିଶିଷ୍ଟ ଏକ ୪୦୭ ରେ ଶାଳ ଲଗ ବୋଝେଇ ହୋଇ ଆସୁଥିବା ଗାଡିଟିକୁ ପିଛା କରି  ଜବତ କରିଥିବା ବେଳେ ଚାଳକ ଫେରାର ହୋଇଯାଇଥିଲା । ପରେ ଜବତ ଗାଢିକୁ ଓଡ଼ଗାଁ ବନବିଭାଗ କାର୍ଯ୍ୟାଳୟକୁ ଅଣାଯାଇଥିଲା । ଜବତ ଶାଳ ଲଗର ଆନୁମାନିକ ମୂଲ୍ୟ ୧ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଜଣାଯାଇଛି । ସୂଚନା ଥାଉକି ୫ଦିନ ପୂର୍ବରୁ ଗତ ୩୧/୫ ରବିବାର ଦିନ ୨ଟି ସ୍ଥାନରେ ଚଢାଉ କରି କାଠ ବୋଝେଇ ଗୋଟିଏ ପିକ୍ ଅପଭ୍ୟାନ ଓ ବହୁ ମୂଲ୍ୟବାନ କାଠପଟା ଜବତ କରି ଓଡ଼ଗାଁ ବନ ବିଭାଗ ସଫଳତା ହାସଲ କରିଥିଲେ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!