Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଦ୍ରୁତ ଗତିରେ ଚାଲିଛି ରଥ ନିର୍ମାଣ

by Anil Panda
June 5, 2020
in Lifestyle
ନୟାଗଡ଼ରେ ଦ୍ରୁତ ଗତିରେ ଚାଲିଛି ରଥ ନିର୍ମାଣ
24
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପବିତ୍ର ରଥଯାତ୍ରା ପାଇଁ ନୟାଗଡ଼ ଜଗନ୍ନାଥ ମନ୍ଦିର ନିକଟରେ ରଥନିର୍ମାଣ କାର୍ଯ୍ୟ ଦୁତ୍ର ଗତିରେ ଚାଲିଛି । ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ପାଇଁ ଏବର୍ଷ ବିଳମ୍ବରେ ରଥ ନିର୍ମାଣ ଆରମ୍ଭ ହୋଇଥିବା ବେଳେ ଏବେ କାମ ଜୋରସୋରରେ ଚାଲିଥିବା ଜଣାଯାଇଛି । ସବୁବର୍ଷ ପରି ଚଳିତ ବର୍ଷ ତିନୋଟି ରଥ ନିର୍ମାଣ କରାଯାଉଥିବା ବେଳେ କରୋନା ମହାମାରୀ ପାଇଁ ଆଗାମୀ ରଥଯାତ୍ରାକୁ କେଉଁ ଭଳି ପାଳନ କରାଯିବ ସେ ନେଇ ସମସ୍ତେ ସନ୍ଦିହାନ ଅବସ୍ଥାରେ ରହିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!