Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ଫାଉଣ୍ଡେସନ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ

by ସଞ୍ଜୟ ସ୍ୱାଇଁ
June 5, 2020
in Feature News
ସଙ୍ଗରୋଧ କେନ୍ଦ୍ରରେ ୨ହଜାର ଲୋକଙ୍କୁ ଖାଦ୍ୟଦେଲା ରୋଟାରୀ କ୍ଲବ୍‌
63
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ମା’ ଫାଉଣ୍ଡେସନ ଆନୁକୂଲ୍ୟରେ ଲକ୍ଷ୍‌ମୀପ୍ରସାଦ ଗ୍ରାମପଞ୍ଚାୟତର ଡାହୁକ ନଦୀ ପଠାରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି । ପରିବେଶବିତ୍ ସୁବାସ ଚନ୍ଦ୍ର ନାୟକଙ୍କ ଦ୍ୱାରା ଜିଲ୍ଲାରେ ଏକହଜାର ବର ଅଶ୍ୱତ୍ଥ ଗଛ ଲଗାଇବା ପାଇଁ ଦେଇଥିବା ଆହ୍ୱାନକୁ ସମ୍ମତି ଓ ସଂକଳ୍ପ ପୂର୍ବକ ଆଜି ପରିବେଶ ଦିବସରେ ମା’ ଫାଉଣ୍ଡେସନ ବର ଅଶ୍ୱତ୍ଥ ସୋସାଇଟି ତରଫରୁ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ଡାହୁକା ନଦୀପଠାରେ ୧୦୦ଟି ଗଛ ରୋପଣ କରାଯିବାକୁ ଥିବା ବେଳେ ଆଜି ୩୦ଟି ଗଛ ଲଗାଯାଇଛି । ଏହି କାର୍ଯ୍ୟକ୍ରମରେ ପରିବେଶବିତ୍ ତଥା ପ୍ରକୃତିବନ୍ଧୁ ସୁବାସ ଚନ୍ଦ୍ର ନାୟକ, ସମାଜସେବୀ ଦାମୋଦର ସାହୁ, ଚନ୍ଦ୍ରବିଜୟୀ ମିଶ୍ର ଓ ଲକ୍ଷ୍ମୀପ୍ରସାଦର ବହୁ ବୃକ୍ଷପ୍ରେମୀ ମହିଳା ଓ ସମାଜସେବୀ ଉପସ୍ଥିତ ରହି ବିଶ୍ୱ ପରିବେଶ ଦିବ ପାଳନ ସହିତ ବର ଅଶ୍ୱତ୍ଥ ଗଛ ରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମକୁ ମା’ ଫାଉଣ୍ଡେସନ ସମ୍ପାଦକ ରଞ୍ଜନରଶ୍ମି ଜେନା, ସଭାପତି ତଥା ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତର ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ।

 

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!