ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ କଲେଜ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଦୁର୍ଘଟଣା ଘଟାଇଛି। ଏହି ଦୁର୍ଘଟଣାରେ ନୟାଗଡ଼ ବ୍ଲକ ଜିପିଓ ସତ୍ୟ ନାରାୟଣ ଭୋଇ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଉଦ୍ଧାର କରି ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।





