Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୃଷକ ନେତା ଜଗା ପଣ୍ଡାଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
June 24, 2023
in Breaking, Nayagarh
କୃଷକ ନେତା ଜଗା ପଣ୍ଡାଙ୍କ ପରଲୋକ
822
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବିଜୁ କୃଷକ ଜନତା ଦଳର ଜିଲ୍ଲା ସଭାପତି ଜଗନ୍ନାଥ ପଣ୍ଡାଙ୍କ ଆଜି ମଧ୍ୟାହ୍ନ ସମୟରେ ପରଲୋକ ଘଟିଛି । ଶ୍ରୀଯୁକ୍ତ ପଣ୍ଡା ଦୀର୍ଘଦିନ ହେଲା ସ୍ୱାସ୍ଥ୍ୟଗତ ସମସ୍ୟାରେ ପିଡିତ ଥିଲେ । ସ୍ୱର୍ଗତ ଭାଗତ ବେହେରାଙ୍କ ଅମଳରୁ ରାଜନୀତି ସହ ସଂଶ୍ଲୀଷ୍ଟ ଥିଲେ । ଶ୍ରୀଯୁକ୍ତ ପଣ୍ଡା ଜଣେ ମେଳାପି ଓ ପରୋପକାରୀ ବ୍ୟକ୍ତି ଥିଲେ । ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ପିତା ଜଗନ୍ନାଥ ପଣ୍ଡାଙ୍କର ମଧ୍ୟାହ୍ନରେ ପରଲୋକ ଘଟିଛି । ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଶ୍ରୀଯୁକ୍ତ ପଣ୍ଡାଙ୍କ ପରଲୋକରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ହରିପୁର ବାସଭବନରେ ଜିଲ୍ଲାପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କଅଁର, କ୍ଷୀରୋଦ କୁମାର ମହାପାତ୍ରଙ୍କ ସହ ବହୁ ଜନପ୍ରତିନିଧି ପହଞ୍ଚି ଶୋକ ବ୍ୟକ୍ତ କରିଛନ୍ତି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!