Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ କାୟା ମେଲାଉଛି କରୋନା, ୭୫ ନୂଆ, ନୟାଗଡ଼ରୁ ୪

by Anil Panda
June 7, 2020
in Breaking
ଆଉ ଏକ ବାହ୍ୟ ପଜେଟିଭ୍‌କୁ ନେଇ ତନାଘନା !
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ରାଜ୍ୟରେ କରୋନା କାୟା ମେଲାଇ ଚାଲିଥିବା ବେଳେ ଆଜି ୭୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୮୫୬ରେ ପଂହଚିଥିବା ବେଳେ ସେଥିମଧ୍ୟରୁ ୧୧୭୯ଟି ମାମଲା ସକ୍ରିୟ ରହିଛି ଏବଂ ୧୭୧୬ଟି ମାମଲା ସୁସ୍ଥ ହୋଇ ସାରିଛନ୍ତି । ଆଜି ରାଜ୍ୟରୁ ବାହାରିଥିବା ୭୫ ଆକ୍ରାନ୍ତଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ଥିବା ବେଳେ ସଂଖ୍ୟା ୮୭ରେ ପହଂଚିଛି । ଅନ୍ୟପକ୍ଷେ ଜିଲ୍ଲା ବାହାର ତିନି ଆକ୍ରାନ୍ତଙ୍କୁ ମିଶାଇ ୯୦ ଛୁଇଁଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!