Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ଆଇନଜୀବି ଚିତ୍ତ ପଟ୍ଟନାୟକଙ୍କ ପରଲୋକ 

by ସଞ୍ଜୟ ସ୍ୱାଇଁ
June 25, 2023
in Breaking, Nayagarh
ବରିଷ୍ଠ ଆଇନଜୀବି ଚିତ୍ତ ପଟ୍ଟନାୟକଙ୍କ ପରଲୋକ 
485
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବାର ଆସୋସିଏସନର ବରିଷ୍ଠ ଆଇନଜୀବି ଚିତ୍ତ ପଟ୍ଟନାୟକ ଓରଫ ଛାଟିଆ ଭାଇଙ୍କ ଆଜି ସକାଳୁ ପରଲୋକ ଘଟିଛି । ଶ୍ରୀଯୁକ୍ତ ପଟ୍ଟନାୟକ ଦୀର୍ଘଦିନ ହେଲା ସ୍ୱାସ୍ଥ୍ୟଗତ ସମସ୍ୟାରେ ପିଡିତ ଥିଲେ । ହସ୍ପିଟାଲରୁ ଆସି ସେ ଘରେ ଚିକିତ୍ସା ହେଉଥିଲେ l ଆଜି ଭୋର ସାଢ଼େ ତିନିଟା ସମୟରେ ଶ୍ରୀଯୁକ୍ତ ପଟ୍ଟନାୟକ ଇହଧାମ ତ୍ୟାଗ କରିଥିଲେ । ଶ୍ରୀଯୁକ୍ତ ପଟ୍ଟନାୟକ ଜଣେ ମେଳାପି ଓ ପରୋପକାରୀ ବ୍ୟକ୍ତି ଥିଲେ ତେଣୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ଶ୍ରୀଯୁକ୍ତ ପଟ୍ଟନାୟକଙ୍କ ପରଲୋକରେ ପୁଅ, ବୋହୂ, ଝିଅ, ଜ୍ୱାଇଁ ନାତି ନାତୁଣୀ ଭାଙ୍ଗି ପଡିଛନ୍ତି । ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଶ୍ରୀଯୁକ୍ତ ପଟ୍ଟନାୟକଙ୍କ ପରଲୋକରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!