Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଗପହଣ୍ଡି ବସ ଦୁର୍ଘଟଣା ଘଟଣା:ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ 

ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ 

by ସଞ୍ଜୟ ସ୍ୱାଇଁ
June 26, 2023
in Accident, Breaking, State
ଜଟିଳ ମାଂସପେଶୀ ରୋଗର ଚିକିତ୍ସା ନିମନ୍ତେ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସକାଳର ବଡ଼ ଖବର ଭିତରେ ଆସିଛି ଦୁଃଖଦ ଘଟଣା l ଆଜି ଭୋରରୁ ଗଞ୍ଜାମ ଦିଗପହଣ୍ଡି ଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି l ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି l ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଗଞ୍ଜାମ DPCC ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!