Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଅଧିଆ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ

by ସଞ୍ଜୟ ସ୍ୱାଇଁ
June 27, 2023
in Crime, State
ରାତି ଅଧିଆ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ
127
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦିଗପହଣ୍ଡି ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଘରେ ଚଢ଼ାଉ କରୁଛି ଭିଜିଲାନ୍ସ । ଘର, ଅଫିସରେ ଚାଲିଛି ରେଡ୍ । ବ୍ରହ୍ମପୁରର ୬ ଜଣିଆ ଟିମ୍ ଯାଞ୍ଚ କରୁଛନ୍ତି । ବିଳମ୍ବିତ ରାତିରେ ଦିଗହପଣ୍ଡି କାର‌୍ୟ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଗାଡ଼ିରୁ ନଗଦ ଟଙ୍କା ଏବଂ ସରକାରୀ ବାସଭବନରୁ ଟଙ୍କା ଜବତ ହୋଇଛି । ଗତକାଲି ରାତିରେ ଦିଗପହଣ୍ଡି କାର‌୍ୟ୍ୟାଳୟ, ସରକାରୀ ବାସଭବନରେ ଯାଞ୍ଚ କରାଯାଇଥିଲା । ଆଜି ବ୍ରହ୍ମପୁର ତୁଳସୀ ନଗର ୭ ଲାଇନରେ ଚଢ଼ାଉ କରାଯାଉଥିବା ସୂଚନା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!