Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୨୯୯୪, ନୂଆ ୧୩୮, ନୟାଗଡ଼ ୯୦ରେ ପଂହଚିଲା

by Anil Panda
June 8, 2020
in Breaking
ଆଉ ଏକ ବାହ୍ୟ ପଜେଟିଭ୍‌କୁ ନେଇ ତନାଘନା !
14
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪ରେ ପଂହଚିଛି । ସେଥିମଧ୍ୟରେ ୧୨୫ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୩ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ଅନ୍ୟପକ୍ଷରେ, ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮୯ଟି ମାମଲା ସକ୍ରିୟ ରହିଥିବା ଜଣାଯାଇଛି । ସେଥିମଧ୍ୟରେ ଯାଜପୁରରୁ ୬, ଖୋର୍ଦ୍ଧାରୁ ୧୩, ରାୟଗଡ଼ା ୧, ମୟୁରଭଂଜ ୬, ନୟାଗଡ଼ ୩, ଢେଙ୍କାନାଳ ୩, କଟକ ୧୫, କଳାହାନ୍‌ଡି ୨, କେନ୍ଦୁଝର ୧୦, କନ୍ଧମାଳ ୧୦, ଭଦ୍ରକ ୧୧, ଗଂଜାମ ୩୩, ସମ୍ବଲପୁର ୧, ବଲାଙ୍ଗିର ୧, ସୁନ୍ଦରଗଡ଼ ୧୨, ନୂଆପଡ଼ା ୩, ପୁରୀ ୭, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ନୟାଗଡ଼ ଜିଲ୍ଲାର ପୂର୍ବ ଆକ୍ରାନ୍ତଙ୍କୁ ମିଶାଇ କରୋନା ଆକ୍ରାନ୍ତ ସଂଖ୍ୟା ୯୦ ଛୁଇଁଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!