Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରପୋରେଟରଙ୍କ ଭାଇ ଓ ପୁତୁରାଙ୍କୁ ଗୁଳିମାଡ଼ ଘଟଣା, ବିଜେପି ନେତା ଗିରଫ

by ସଞ୍ଜୟ ସ୍ୱାଇଁ
July 1, 2023
in Crime, State
କରପୋରେଟରଙ୍କ ଭାଇ ଓ ପୁତୁରାଙ୍କୁ ଗୁଳିମାଡ଼ ଘଟଣା, ବିଜେପି ନେତା ଗିରଫ
141
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଝାରପଡ଼ା କରପୋରେଟରଙ୍କ ଭାଇ ଓ ପୁତୁରାଙ୍କୁ ଗୁଳିମାଡ଼ ଘଟଣା । ପୋଲିସ କବଜାରେ ମୁଖ୍ୟ ଅଭିଯୁକ୍ତ ବିଜେପି ନେତା ପ୍ରଭାତ ମାର୍ଥା । ପ୍ରଭାତଙ୍କୁ ପଚରାଉଚାରା କରୁଛି ଲଷ୍ମୀସାଗର ଥାନା ପୋଲିସ । ଗତ ବୁଧବାର ରାତିରେ ଗାଡି ସାଇଡ ମରାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିଲା । ଏହି ଘଟଣାରେ ପୂର୍ବରୁ ଦୁଇଜଣଙ୍କୁ ଗିରଫ କରିଥିଲା ପୋଲିସ । ସେମାନଙ୍କ ଠାରୁ ଦୁଇଟି ବନ୍ଧୁକ, ଗୁଳି ଜବତ କରାଯାଇଛି । ଜବତ ବନ୍ଧୁକକୁ ଫୋରେନସିକ ଲ୍ୟାବକୁ ପଠାଯାଇଛି । ଉଭୟ ପକ୍ଷର ୮ ଜଣଙ୍କ ବୟାନ ରେକର୍ଡ କରାଯାଇଛି ପ୍ରଭାତଙ୍କ ଅନ୍ୟତମ ସହଯୋଗୀ ଅମିତ ମାର୍ଥାଙ୍କୁ ମଧ୍ୟ ଉଠାଇନେଇଛି ପୋଲିସ । ପ୍ରଭାତଙ୍କୁ ଧରିବା ପାଇଁ ଗଠନ ହୋଇଥିଲା ସ୍ପେଶାଲ ଟିମ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!