Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ୩ ଶିକାରୀ ଗିରଫ, ବନ୍ଧୁକ ଜବତ

by Anil Panda
June 9, 2020
in Crime
ପୁଣି ୩ ଶିକାରୀ ଗିରଫ, ବନ୍ଧୁକ ଜବତ
31
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଗଣିଆ ବନାଞ୍ଚଳ କର୍ମଚାରୀମାନେ ତିନିଜଣ ଶିକାରୀଙ୍କୁ ଗିରଫ କରିବା ସହ ଦେଶୀ ବନ୍ଧୁକ ଓ ଗୁଳି ଗୋଳା ଜବତ କରିଥିବା ଜଣାଯାଇଛି । ସୂଚନାନୁସାରେ, ଏହି ଶିକାରୀମାନେ ଶିକାର କରିବା ଉଦ୍ଦେଶ୍ୟରେ ବଙ୍କାମୁଣ୍ଡା ସଂରକ୍ଷିତ ଜଙ୍ଗଲରେ ବୁଲୁଥିବା ଖବରପାଇ ଗଣିଆ ବନାଂଚଳ କର୍ମଚାରୀମାନେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ସେମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ସହ ଗୁଳିଗୋଳା ଜବତ କରାଯାଇଥିବା ଖବର ମିଳିଛି । ଏହି ତିନିଜଣ ହେଲେ କାକୁଡ଼ିଖୋଲ ଗ୍ରାମର ପ୍ରମୋଦ ପ୍ରଧାନ, କେନ୍ଦୁଆବିଡ଼ା ଗ୍ରାମର ଅଜୟ କୁମାର ସିଂ ଓ ମନ ସିଂ । ସେମାନଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!