Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୩୧୪୦, ନୂଆ ୧୪୬, ନୟାଗଡ଼ ୯୩ରେ ପଂହଚିଲା

by Anil Panda
June 9, 2020
in Breaking
ଆଉ ଏକ ବାହ୍ୟ ପଜେଟିଭ୍‌କୁ ନେଇ ତନାଘନା !
13
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦ରେ ପଂହଚିଛି । ସେଥିମଧ୍ୟରେ ୧୨୭ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୯ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ଅନ୍ୟପକ୍ଷରେ, ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୩୬ଟି ମାମଲା ସକ୍ରିୟ ରହିଥିବା ଜଣାଯାଇଛି । ସେଥିମଧ୍ୟରେ ଯାଜପୁରରୁ ୧, ଖୋର୍ଦ୍ଧାରୁ ୧୯, ଜଗତସିଂହପୁର ୮, ମାଲକାନାଗିରି ୧, ମୟୁରଭଂଜ ୩, ନୟାଗଡ଼ ୩, ଢେଙ୍କାନାଳ ୧, କଟକ ୨, କଳାହାଣ୍ଡି ୩, କନ୍ଧମାଳ ୨, ଗଂଜାମ ୧୮, ଦେଓଗଡ଼ ୫, ସମ୍ବଲପୁର ୧, ବଲାଙ୍ଗିର ୧, ସୁନ୍ଦରଗଡ଼ ୭, ବାଲେଶ୍ୱର ୭, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨, ଏନ୍‌ଡିଆର୍‌ଏଫ ଟିମରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ନୟାଗଡ଼ ଜିଲ୍ଲାର ପୂର୍ବ ଆକ୍ରାନ୍ତଙ୍କୁ ମିଶାଇ କରୋନା ଆକ୍ରାନ୍ତ ସଂଖ୍ୟା ୯୩ ଛୁଇଁଛି । ଏହି ୩ ଜଣଙ୍କ ମଧ୍ୟରେ ନୟାଗଡ଼ ଡାକ୍ତରଖାନାର ଜଣେ ଡାକ୍ତର ଓ ନର୍ସ ରହିଥିବା ବେଳେ ଚାନ୍ଦପୁର ଅଂଚଳର ଜଣେ ବ୍ୟକ୍ତି ରହିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!