Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଙ୍କ ଲକର୍‌ରୁ ଚୋରି ଘଟଣାରେ ୧୨ ଲକ୍ଷ ଜବତ, କ୍ୟାସିଅର ଗିରଫ

by ସଞ୍ଜୟ ସ୍ୱାଇଁ
July 2, 2023
in Crime, State
ବ୍ୟାଙ୍କ ଲକର୍‌ରୁ ଚୋରି ଘଟଣାରେ ୧୨ ଲକ୍ଷ ଜବତ, କ୍ୟାସିଅର ଗିରଫ
140
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଲକରରୁ ଟଙ୍କା ହଡପ କରି କ୍ୟାସିଅର ଗିରଫ । ଏହାସହ ୧୨ ଲକ୍ଷ ଟଙ୍କା ମଧ୍ୟ ଜବତ ହୋଇଛି । ଗିରଫ କ୍ୟାସିଅରଙ୍କ ନାମ ଅନିଲ କୁମାର ଶବର ବୋଲି ଜଣାପଡିଛି । ଖବର ଅନୁଯାୟୀ, ବ୍ୟାଙ୍କ ଶାଖା ପରିଚାଳକଙ୍କ ଅଜ୍ଞାତରେ ଲକରରୁ ୩୦ଲକ୍ଷ ୮୪ହଜାର ୯୨୭ଟଙ୍କା ହଡ଼ପ କରିଥିବା ନେଇ କୃଷ୍ଣପ୍ରସାଦ ଥାନାରେ ଆଞ୍ଚଳିକ ଅଫିସ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିଲା । କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ପରେ ୮୩/୨୦୨୩ରେ ଏକ ମାମଲା ରୁଜୁ କରି ପୁଲିସ ସଂପୃକ୍ତ କ୍ୟାସିଅରକୁ ଗିରଫ କରିଛି । ସେହିପରି ତାଙ୍କ ଠାରୁ ୧୨ଲକ୍ଷ ଟଙ୍କା ଜବତ କରିଛି ବୋଲି ଥାନା ଅଧିକାରୀ ଶରତ କୁମାର ନାୟକ ସୂଚନା ଦେଇଛନ୍ତି । ଅଭିଯୁକ୍ତ କ୍ୟାସିଅରକୁ କୋର୍ଟ ଚାଲାଣ କରାଯାଇଛି । ଆବଶ୍ୟକ ପଡିଲେ ଅଭିଯୁକ୍ତକୁ ରିମାଣ୍ଡରରେ ଅଣାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!