Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସକୁ ବି ଛାଡିଲେନି ଦୁର୍ବୁତ, ଲୁଟିନେଲେ ୮ ଲକ୍ଷ ଟଙ୍କାର ସମ୍ପତ୍ତି

by ସଞ୍ଜୟ ସ୍ୱାଇଁ
July 6, 2023
in Crime, State
ପୁଲିସକୁ ବି ଛାଡିଲେନି ଦୁର୍ବୁତ, ଲୁଟିନେଲେ ୮ ଲକ୍ଷ ଟଙ୍କାର ସମ୍ପତ୍ତି
120
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): କାହାକୁ ଛାଡ଼ିଲେ ନାହିଁ। ଶେଷରେ ପୁଲିସ୍ ବାବୁଙ୍କ ଘରେ କଳାକନା ବୁଲାଇଦେଲେ ଲୁଟେରା। ୮ ଲକ୍ଷ ଟଙ୍କାର ସମ୍ପତ୍ତି ଲୁଟିନେଲେ। ଏପରି ଅଭିଯୋଗ ଢେଙ୍କାନାଳରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। କାମାକ୍ଷାନଗର ଅବକାରୀ ଥାନା ଅଧିକାରୀ ସଂଜୀବ କୁମାର ଶର୍ମା ଜିରିଡାମାଳି ଶାନ୍ତିନଗରରେ ଘର ଭଡା ନେଇ ରହୁଥିଲେ। ତାଙ୍କ ଝିଅ କୋଲକାତାରେ ପଢ଼ୁଥିବାରୁ ତାଙ୍କୁ ଆଣିବା ପାଇଁ ଗତ ୩ ତାରିଖରେ ପରିବାର ଲୋକେ ଯାଇଥିଲେ। ଭଡ଼ା ଘରେ କେହି ନଥିଲେ। ଏହାର ସୁଯୋଗନେଇ ଦୁର୍ବୃତ୍ତମାନେ ଘରେ କଳାକନା ବୁଲାଇ ଦେଇଥିଲେ। ଦୁର୍ବୃତ୍ତମାନେ ଝିଅର ପାଠ ପଢ଼ା ପାଇଁ ଥିବା ନଗଦ ୩ ଲକ୍ଷ ଟଙ୍କା ଓ ୮ ଭରିରୁ ଅଧିକ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଆଜି ପଡ଼ୋଶୀଙ୍କଠାରୁ ଖବର ପାଇ ଶ୍ରୀ ଶର୍ମା ଟେଲିଫୋନ୍‌ରେ କାମାକ୍ଷାନଗର ଥାନା ଅଧିକାରୀଙ୍କୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଦୁର୍ବୃତ୍ତଙ୍କ ପତ୍ତା ପାଇନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!