Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ମଦ ବେପାରୀଙ୍କୁ ବାନ୍ଧିଲା ଅବକାରୀ ବିଭାଗ

by ସଞ୍ଜୟ ସ୍ୱାଇଁ
July 9, 2023
in Crime, State
ଦୁଇ ମଦ ବେପାରୀଙ୍କୁ ବାନ୍ଧିଲା ଅବକାରୀ ବିଭାଗ
119
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଚୋରା ଦେଶୀ ମଦ କାରବାର ଚାଲିଥିବା ବେଳେ ମାଡି ବସିଲା ଅବକାରୀ ବିଭାଗ। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରୁ ବିପୁଳ ପରିମାଣର ମଦ ଜବତ ହେବା ସହ ୨ ବେପାରୀଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଚୋରା ମଦ କାରବାର। ବିଶେଷ ସୂତ୍ରରୁ ଖବର ପାଇ ଟାଙ୍ଗୀ ଅବକାରୀ ବିଭାଗ ଚଢାଉ କରିଥିଲା। ଜଣକୁ ଚଣ୍ଡେଶ୍ୱର ଗାଁ ମଧ୍ୟରୁ ଧରିଥିବା ବେଳେ ଆଉ ଜଣଙ୍କୁ କୁହୁଡି ଗାଁ ମଧ୍ୟରୁ ଧରିଛି। ଗିରଫ ହୋଇଥିବା ୨ ଅଭିଯୁକ୍ତ ହେଲେ ନବ ସାମନ୍ତସିଂହାର ଓ ସୁବାଷ ସାହୁ। ସେମାନଙ୍କ ନିକଟରୁ ବିପୁଳ ପରିମାଣରେ ମଦ ପାଉଚ୍ ଏବଂ ବାଇକ୍ ଜବତ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!