Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତଙ୍କୀ ଲିଙ୍କ ମାମଲା, ପଠାଣି ସାମନ୍ତଙ୍କୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସ୍‌ଟିଏଫ୍‌

by ସଞ୍ଜୟ ସ୍ୱାଇଁ
July 17, 2023
in Crime, State
ଆତଙ୍କୀ ଲିଙ୍କ ମାମଲା, ପଠାଣି ସାମନ୍ତଙ୍କୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସ୍‌ଟିଏଫ୍‌
230
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲା । ଗିରଫ ଅଭିଯୁକ୍ତ ପଠାଣି ସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ STF । ମଙ୍ଗଳବାର ଠାରୁ ୫ ଦିନିଆ ରିମାଣ୍ଡରେ ନେଇପାରେ । ଗୁଡୁ ମୁସଲିମ୍ ଲିଙ୍କରେ ପଠାଣିସାମନ୍ତ ହୋଇପାରେ ଅଧିକ ପଚରାଉଚରା । ପଶ୍ଚିମବଙ୍ଗ ସିଲିଗୁଡି ଥାନାରେ ପଠାଣିସାମନ୍ତ ନାଁ ରେ ପୂର୍ବରୁ ମାମଲା ରହିଛି । ପଶ୍ଚିମବଙ୍ଗ STFର ରିମାଣ୍ଡ ସରିବା ପରେ ଝାରପଡା ଜେଲରେ ପଠାଣିସାମନ୍ତକୁ ଜେରା କରିବ NIA । ପଠାଣିସାମନ୍ତ ଓ ଅଭିଜିତ ସଞ୍ଜୟ ଜମ୍ବୁରେଙ୍କୁ ମୁହାଁମୁହିଁ ଜେରା ହୋଇପାରେ । ହାନିଟ୍ରାପ୍ ଓ ପାକିସ୍ତାନ ଗୁଇନ୍ଦା ଏଜେଣ୍ଟ ଲିଙ୍କ ନେଇ ଅଧିକ ପଚରାଉଚରା ହେବ । ପୂର୍ବରୁ ଏନେଇ ଇଣ୍ଟେଲିଜେନ୍ସ ବ୍ୟୁରୋ ସହ ଅଭିଯୁକ୍ତଙ୍କୁ ଜେରା କରିଛି ମୁମ୍ବାଈ ଆଣ୍ଟି ଟେରରିଷ୍ଟ ସ୍କ୍ବାର୍ଡ । ସେହିପରି ପୂର୍ବରୁ ଅନ୍ୟ ଅଭିଯୁକ୍ତ ଅଭିଜିତ୍‌ ଜମ୍ବୁରେଙ୍କୁ ଜେରା କରିଛି ଜାତୀୟ ତଦନ୍ତକାରୀ ସଂସ୍ଥା ବା ଏନ୍‌ଆଇଏ । ଏହି ଜେରା ସମୟରେ ଏନ୍‌ଆଇଏକୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି । କିନ୍ତୁ ଅଭିଜିତଙ୍କ ମତରେ, ତାଙ୍କୁ ଏହି କେସ୍‌ରେ ଫଶାଇ ଦିଆଯାଇଛି । ସେ ନିର୍ଦ୍ଦୋଷ ବୋଲି ଦାବି କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!