Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲା ପୂର୍ବତନ ବିଡିଓଙ୍କ ବାସଗୃହ ଉପରକୁ ଆକ୍ରମଣ

by Anil Panda
June 14, 2020
in Breaking
ଦଶପଲ୍ଲା ପୂର୍ବତନ ବିଡିଓଙ୍କ ବାସଗୃହ ଉପରକୁ ଆକ୍ରମଣ
14
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ପୂର୍ବତନ ବିଡିଓଙ୍କ ବାସଗୃହ ଉପରେ ଆକ୍ରମଣ ହୋଇଥିବା ଖବର ମିଳିଛି । ବିଡିଓ ଦେବୀ ପ୍ରସାଦ ମହାନ୍ତିଙ୍କ ବଦଳି ହୋଇ ସାରିଛି । ମାତ୍ର ସେ ତାଙ୍କ ଜିନିଷ ପତ୍ର ନେଇ ନଥିବାରୁ ଦଶପଲ୍ଲା ଛାଡ଼ି ନଥଲେ । ଆଜି ବିଡିଓ ଘରେ ଥିବା ବେଳେ କିଛି ଅସମାଜିକ ବ୍ୟକ୍ତି ବିଡିଓଙ୍କ ଘର ଉପରକୁ ଟେକା ପଥର ମାଡ଼ କରାଯାଇଥିବା ସୂଚନା ମିଳିଛି । ପୂର୍ବରୁ ଦଶପଲ୍ଲା ବ୍ଲକରେ ରାଜନୈତିକ ଅସ୍ଥିରତା ଲାଗି ରହିଥିବା ବେଳେ ଏବେ ବିଡିଓଙ୍କ ବଦଳି ହୋଇଛି । ଯାହାକୁ ନେଇ ତାଙ୍କ ଘରକୁ ପଥର ମାଡ଼ କରାଯାଇଥିବା ଅନୁମାନ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!